ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟରେ ଛାତ୍ରୀମାନେ ଧାରଣାରେ ବସିଛନ୍ତି। ଇନ୍ଦିରା ଗାନ୍ଧି ଆଦିବାସୀ ଛାତ୍ରୀ ନିବାସ ଆଗରେ ଅନ୍ତେବାସୀମାନେ ଧାରଣା ଦେଇ ସହକାରୀ ଅଧୀକ୍ଷକଙ୍କ ବଦଳି ଦାବି କରିଛନ୍ତି। ହଷ୍ଟେଲର ସହକାରୀ ଅଧୀକ୍ଷକ ଛାତ୍ରୀମାନଙ୍କୁ ବାହାରକୁ ଛାଡୁନଥିବା ଓ ଅଭିଭାବକଙ୍କୁ ଦୁର୍ବ୍ୟବହାର କରୁଥିବା ଅଭିଯୋଗ ହୋଇଛି।
ସେପଟେ ଛାତ୍ରୀଙ୍କ ଅଭିଯୋଗକୁ ଖଣ୍ଡନ କରିଛନ୍ତି ସହକାରୀ ଅଧୀକ୍ଷକ ବିଶ୍ୱମୋହିନୀ ପତି। ଛାତ୍ରୀମାନେ ଆଣିଥିବା ଅଭିଯୋଗ ମିଛ। ସେମାନଙ୍କ ସୁରକ୍ଷା ପାଇଁ ନିୟମ କଡ଼ାକଡ଼ି ପାଳନ ହେଉଛି ବୋଲି ସେ କହିଛନ୍ତି।
ଜଣେ ଛାତ୍ରୀ କହିଛନ୍ତି-“ହଷ୍ଟେଲର ସହକାରୀ ଅଧୀକ୍ଷକ ଆମ ଘର ଲୋକଙ୍କ ସହିତ କଥାବାର୍ତ୍ତା କରାଇ ଦେଉନାହାନ୍ତି। ଟିକେ ଟିକେ କଥାରେ ହଷ୍ଟେଲରୁ ବାହାର କରିଦେବାକୁ ଧମକ ଦେଉଛନ୍ତି। ବାହାରକୁ ଛାଡ଼ୁ ନାହାନ୍ତି। ସହକାରୀ ଅଧୀକ୍ଷକଙ୍କ ଏପରି ନିର୍ଯାତନା ସହି ପାରୁନାହୁଁ।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ନିର୍ମାଣାଧୀନ ଘରେ ଅଘଟଣ: ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଜଣେ ମୃତ, ଜଣେ ଗୁରୁତର
ଗୁରୁତର ଅବସ୍ଥାରେ ଉଭୟଙ୍କୁ ଟିଟିଲାଗଡ଼ ଉପଖଣ୍ଡ ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରେ ଉଦ୍ଧବଙ୍କୁ ମୃତ ଘୋଷଣ କରାଯାଇଥିଲା।
Crime
ନେଇଗଲେ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ଦାମୀ ମୋବାଇଲ୍
ବିଳମ୍ୱିତ ରାତିରେ ଦୁର୍ବୃତ୍ତମାନେ ଦୀପଙ୍କର ମୋବାଇଲ୍ ଦୋକାନର ପଛ ପାର୍ଶ୍ୱ କାନ୍ଥରେ କଣା କରି ଭିତରେ ପଶିଥିଲେ। ଆଉ ଦୋକାନରେ ଥିବା ସବୁ ଦାମୀନାମୀ କମ୍ପାନୀର ମୋବାଇଲ୍ ଲୁଟି ନେଇଯାଇଥିଲେ।
Weather
ଶୀତ ସାଙ୍ଗକୁ କଲବଲ କରିବ କୁହୁଡି!
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍ ଅନୁସାରେ ଶୁକ୍ରବାର ଅନୁଗୋଳ, ଢେଙ୍କାନାଳ, କଳାହାଣ୍ଡି, ରାୟଗଡ଼ା ଓ ଝାରସୁଗୁଡ଼ାରେ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡି ହେବାର ସମ୍ଭାବନା ରହିଛି।
Crime
ସାହାଯ୍ୟ ବାହାନାରେ ଯୁବତୀଙ୍କୁ ଅସଦାଚରଣ, ବନ୍ଧା ହେଲେ ଆରପିଏଫ ଏଏସଆଇ
ହଷ୍ଟେଲ ବନ୍ଦ ଥିବାରୁ ରାଜଧାନୀରେ ଏକୁଟିଆ ହୋଇ ଯାଇଥିବା ଯୁବତୀ ଆରପିଏଫ ଥାନାକୁ ଯାଇଥିଲେ ।
Crime
ରାଜଧାନୀରେ ବୀଭତ୍ସ ହତ୍ୟା ଘଟଣା, ମୃତକଙ୍କ ପରିଚୟ ମିଳିଲା
ମୃତକ କେଦାରପଲ୍ଲୀ ବସ୍ତିର ସହଦେବ ନାୟକ ବୋଲି ଜଣାଯାଇଛି। ସେ ପୁଲିସ ମିତ୍ର ଭାବେ ମଧ୍ୟ କାର୍ଯ୍ୟ କରୁଥିଲେ।