+୩ ନାମଲେଖା ପାଇଁ ୨୪ରୁ ଅନଲାଇନ୍‌ ଆବେଦନ  

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷାଫଳ ପ୍ରକାଶ ପାଇ ସାରିଥିବା ବେଳେ କଳା ଓ ବାଣିଜ୍ୟ ପରୀକ୍ଷାଫଳ ଆସନ୍ତାକାଲି ପ୍ରକାଶ ପାଇବ। ଏହା ପୂର୍ବରୁ ଯୁକ୍ତ ୩ରେ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଯୁକ୍ତ ୩ରେ ନାମ ଲେଖାଇବାକୁ ଚହୁଁଥିବା ଛାତ୍ରଛାତ୍ରୀମାନେ ଜୁନ୍‌ ୨୪ ତାରିଖରୁ ଅନଲାଇନ୍‌ରେ ଆବେଦନ କରିପାରିବେ। ଆବେଦନର ଶେଷ ତାରିଖ ଜୁଲାଇ ୮ତାରିଖ ରହିଛି। ଜୁଲାଇ ୧୧ ତାରିଖ ସୁଦ୍ଧା ଛାତ୍ରଛାତ୍ରୀ ହାର୍ଡ କପି ସାମ୍‌ସ ରିସୋର୍ସ ସେଣ୍ଟରରେ […]

plus-two-exams...99

plus-two-exams...99

Manoranjan Sial
  • Published: Thursday, 20 June 2019
  • Updated: 20 June 2019, 06:39 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷାଫଳ ପ୍ରକାଶ ପାଇ ସାରିଥିବା ବେଳେ କଳା ଓ ବାଣିଜ୍ୟ ପରୀକ୍ଷାଫଳ ଆସନ୍ତାକାଲି ପ୍ରକାଶ ପାଇବ। ଏହା ପୂର୍ବରୁ ଯୁକ୍ତ ୩ରେ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି।

ଯୁକ୍ତ ୩ରେ ନାମ ଲେଖାଇବାକୁ ଚହୁଁଥିବା ଛାତ୍ରଛାତ୍ରୀମାନେ ଜୁନ୍‌ ୨୪ ତାରିଖରୁ ଅନଲାଇନ୍‌ରେ ଆବେଦନ କରିପାରିବେ। ଆବେଦନର ଶେଷ ତାରିଖ ଜୁଲାଇ ୮ତାରିଖ ରହିଛି। ଜୁଲାଇ ୧୧ ତାରିଖ ସୁଦ୍ଧା ଛାତ୍ରଛାତ୍ରୀ ହାର୍ଡ କପି ସାମ୍‌ସ ରିସୋର୍ସ ସେଣ୍ଟରରେ ଦାଖଲ କରିବେ।

ପ୍ରଥମ ମେରିଟ୍ ଲିଷ୍ଟ୍‌ ଜୁଲାଇ ୧୮ ତାରିଖରେ ପ୍ରକାଶ ପାଇବ। ସେହିପରି ଅଗଷ୍ଟ ୫ ତାରିଖରେ ଦ୍ୱିତୀୟ ମେରିଟ୍‌ ଲିଷ୍ଟ୍ ପ୍ରକାଶ ପାଇବ। ଅଗଷ୍ଟ ୨୪ ତାରିଖରୁ ପାଠପଢ଼ା ଆରମ୍ଭ ହେବ ବୋଲି ଉଚ୍ଚଶିକ୍ଷା ବିଭାଗର ଅତିରିକ୍ତ ସଚିବ ପାର୍ଥ ସାରଥୀ ମିଶ୍ର କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story