ରାଉରକେଲା(ପବନ ତିୱାରୀ): BPUT ଅଧୀନରେ ହେବାକୁ ଥିବା ସମସ୍ତ ପରୀକ୍ଷା ଛାତ୍ରଛାତ୍ରୀମାନେ ଘରେ ରହି ଦେଇପାରିବେ। ଏହି ପରୀକ୍ଷା ମୋବାଇଲ, ଟ୍ୟାବ୍ ଓ ଲାପଟପ୍ରେ ଅନ୍ଲାଇନ୍ ଛାତ୍ରଛାତ୍ରୀମାନେ ଦେଇପାରିବେ। ଏଥିପାଇଁ BPUT କର୍ତ୍ତୃପକ୍ଷ ନିଷ୍ପତ୍ତି ନେଇଛନ୍ତି।
ଲକ୍ଡାଉନ୍ ପାଇଁ ଅନ୍ଲାଇନ୍ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଥିଲା। ଛାତ୍ରଛାତୀମାନେ ବହୁବାର BPUTକୁ ଆସି ପରୀକ୍ଷା ପରିଚାଳନାରେ ହୋଇଥିବା ତ୍ରୁଟିକୁ ସୁଧାରିବା ପାଇଁ ଅନୁରୋଧ କରିଥିଲେ। ଛାତ୍ରଛାତ୍ରୀଙ୍କ ଦାବି ଥିଲା, ଅନ୍ଲାଇନ ପରୀକ୍ଷା ମୋବାଇଲ୍ ଓ ଟ୍ୟାବ୍ରେ କରାଯାଉ। ଯାହାକୁ ଧ୍ୟାନ ରଖି ବିପିୟୁଟି ଏପରି ନିଷ୍ପତ୍ତି ନେଇଛି।
ବିର୍ତ୍ତମାନ ରାଜ୍ୟରେ ଯାଜପୁର, ଖୋର୍ଦ୍ଧା, ଗଞ୍ଜାମ, କଟକ ଜିଲ୍ଲା ଓ ରାଉରକେଲା ମହାନଗର ନିଗମ ଅଞ୍ଚଳକୁ ଜୁଲାଇ ୩୧ ଯାଏ ସରକାର ଲକଡାଉନ୍ ଘୋଷଣା କରିଥିଲେ। ଲକ୍ଡାଉନ୍ ଖୋଲିବା ପରେ ଅନ୍ଲାଇନ ପରୀକ୍ଷା ଆରମ୍ଭ ହେବ ବୋଲି BPUT ପକ୍ଷରୁ କୁହାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
କ୍ରିକେଟର ଫାଇନାଲ ମ୍ୟାଚ୍ ନେଲା ଗୋଷ୍ଠୀ ସଂଘର୍ଷର ରୂପ, ବ୍ୟାପକ ଭଙ୍ଗାରୁଜା
ବେଡ଼ାପଡ଼ା ଗାଁରେ ସୁବାସ ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଥିଲା।
Miscellaneous
ବାଗେଶ୍ୱର ବାବାଙ୍କ ବଡ଼ ବୟାନ: ଓଡ଼ିଶାରୁ ବାଜି ପାରେ ହିନ୍ଦୁ ରାଷ୍ଟ୍ରର ବିଗୁଲ
ତାଙ୍କ କହିବା କଥା ଯେ ସମସ୍ତ ହିନ୍ଦୁ ଗୋଟିଏ କାରଣ ପାଇଁ ଏକାଠି ହେବାର ସମୟ ଆସି ଯାଇଛି। ସେହିପରି ହିନ୍ଦୁ ରାଷ୍ଟ୍ର ଗଠନର ବିଗୁଲ କେବଳ ଓଡ଼ିଶାରୁ ବାଜି ପାରେ ବୋଲି ସେ କହଛନ୍ତି।
Miscellaneous
ବ୍ୟାନ୍ ପରେ ବି ଉଡ଼ୁଛି ଚାଇନିଜ ମାଞ୍ଜା ସୁତା ଗୁଡ଼ି, ସାଜିପାରେ ଘାତକ
ସରକାର ବ୍ୟାନ୍ କରି ସାରିଥିବା ବେଳେ କଟକ ସହରରେ କିନ୍ତୁ ଖୁଲମଖୁଲା ଜମୁଛି ବେପାର। ସବୁବେଳେ ଜନଗହଳିପୂର୍ଣ୍ଣ ରହୁଥିବା କଟକ ସହରରେ ଚାଇନିଜ ମାଞ୍ଜା ସୁତା ଲଗା ଗୁଡ଼ି ଉଡ଼ୁଛି।
Crime
ଲୋକସେବା ଭବନରୁ ମହାଠକକୁ ଗିରଫ କଲା ପୁଲିସ୍, ମିଳିଲା ନକଲି ପରିଚୟପତ୍ର
ବ୍ୟାସଦେବ ନିଜକୁ ପଞ୍ଚାୟତି ରାଜ ବିଭାଗର ଜଣେ ସେକ୍ସନ ଅଫିସର ଭାବେ ପରିଚୟ ଦେଇ ଲୋକଙ୍କୁ ଠକି ଚାଲିଥିଲା।
Miscellaneous
ସୀମାନ୍ତରେ ନକ୍ସଲଙ୍କ ଆଇଇଡି ବିସ୍ଫୋରଣ, ୨ ସୁରକ୍ଷାକର୍ମୀ ଆହତ
ସ୍ଥାନୀୟ ପୁଲିସ୍ କହିଛି ଯେ ଜାଙ୍ଗାଲା ନିକଟର ଜୈଗୁର ଜଙ୍ଗଲରେ ରବିବାର ସନ୍ଧ୍ୟାରୁ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା। ଡିଆରଜି ଯବାନ ଓ କୁଟ୍ରୁ ପୁଲିସ୍ର କର୍ମଚାରୀମାନେ ଏଥିରେ ସାମିଲ ହୋଇଥିଲେ।