ପୁରୀ(ମଧୁସୂଦନ ମିଶ୍ର): ଆଜି ଶ୍ରୀମନ୍ଦିର ସୁଆର ମହାସୁଆର ନିଯୋଗର ନିର୍ବାଚନ ଅନୁଷ୍ଠିତ ହେବ। ସକାଳ ୯ରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ କୋଇଲି ବୈକୁଣ୍ଠ ନିକଟ ନିଯୋଗ କାର୍ଯ୍ୟାଳୟରେ ମତଦାନ ଅନୁଷ୍ଠିତ ହେବ। ନିର୍ବାଚନରେ ୧୫ ସଦସ୍ୟ ପଦବୀ ଲାଗି ୩୭ ଜଣ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି।
ଶ୍ରୀମନ୍ଦିର ସୁଆର ମହାସୁଆର ନିଯୋଗ ନିର୍ବାଚନରେ ହଜାରେ ୩୦ ଜଣ ଭୋଟର ମତଦାନ କରିବେ। ମତଦାନ ସରିବା ପରେ ଆସନ୍ତା ୧୧ତାରିଖରେ ନିର୍ବାଚିତ ୧୫ ସଦସ୍ୟଙ୍କ ନାମ ଘୋଷଣା କରାଯିବ। ତେବେ ନିର୍ବାଚିତ ହୋଇଥିବା ୧୫ ସଦସ୍ୟଙ୍କ ମଧ୍ୟରୁ ନିଯୋଗ କର୍ମକର୍ତ୍ତା ଚୟନ କରାଯିବ। ଆବଶ୍ୟକ ପଡିଲେ ନିର୍ବାଚିତ ସଦସ୍ୟଙ୍କ ମଧ୍ୟରେ ପୁଣି ଥରେ ଭୋଟ୍ ହୋଇ କର୍ମକର୍ତ୍ତା ଚୟନ କରାଯିବ। ନିଯୋଗର ନିର୍ବାଚନ ପ୍ରତି ୩ ବର୍ଷରେ ଥରେ ହୋଇଥାଏ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଧାନ ଫସଲ ଜଗିଥିଲେ ଚାଷୀ; ଦଳିଦେଲେ ହାତୀ
ଆଜି ସକାଳେ ସ୍ଥାନୀୟ ଲୋକେ ବିଲକୁ ଯାଇଥିବା ବେଳେ ଗଣେଶଙ୍କ ମୃତଦେହ ପଡ଼ିଥିବା ଦେଖିଥିଲେ।
Crime
ଭିଜିଲାନ୍ସ ଜାଲରେ ଡେପୁଟି ଜେନେରାଲ୍ ମ୍ୟାନେଜର୍; ୪ଟି ସ୍ଥାନରେ ଚଢ଼ାଉ
ସୁବାଷ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା।
Accident
ବାଲିଯାତ୍ରାରେ ଅଘଟଣ; ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଲିଗଲା ନାବାଳକଙ୍କ ଜୀବନ
କଟକ ତୁଳସୀପୁର ସ୍ଥିତ ଶିଶୁ ମନ୍ଦିରରେ ଯୁକ୍ତ ଦୁଇରେ ପଢୁଥିଲେ ବିଶ୍ୱ ପ୍ରକାଶ ।
Entertainment
ବିବାହ ବନ୍ଧନରେ ବାନ୍ଧି ହେଲେ ଏଲିନା; ଫ୍ୟାନଙ୍କୁ ଦେଲେ ସରପ୍ରାଇଜ୍
ଦୀର୍ଘ ବର୍ଷ ଧରି ଏଲିନା ଓ ଅନୁରାଗ ଘନିଷ୍ଠ ବନ୍ଧୁ ଥିଲେ। ଉଭୟଙ୍କ ବିବାହକୁ ନେଇ ଚର୍ଚ୍ଚା ହେଉଥିଲା।
Accident
ବାର୍ହା ପାଇଁ ବିଛା ଯାଇଥିଲା ବିଦ୍ୟୁତ ତାର, ସେଥିରେ ପଡ଼ି ଚାଲିଗଲା ୩ ହାତୀଙ୍କ ଜୀବନ !
ଆଜି ସକାଳେ ସ୍ଥାନୀୟ ଲୋକେ ବୁରମାଲ ଜଙ୍ଗଲ ୩ଟି ହାତୀ ମରି ପଡ଼ିଥିବା ଦେଖି ବନ ବିଭାଗକୁ ଖବର ଦେଇଥିଲେ।