ସୁବର୍ଣ୍ଣପୁର: ଡ଼ଙ୍ଗା ବୁଡ଼ି ଜଣେ ମୃତ, ଜଣେ ନିଖୋଜ

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ୍ ତେଲେଣ୍ଡା ଘାଟରେ ଆଜି ଏକ ଯାତ୍ରୀବାହୀ ଡ଼ଙ୍ଗା ବୁଡି ଯାଇଛି। ଫଳରେ ଜଣେ ଯାତ୍ରୀଙ୍କ ମୃତ୍ୟୁ ଘଟି ଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଖବର ଲେଖାଯିବା ସୁଦ୍ଧା ମୃତ ଯାତ୍ରୀଙ୍କ ପରିଚୟ ମିଳିପାରି ନାହିଁ। ଘଟଣାସ୍ଥଳରେ ଦମକଳବାହିନୀ ପହଞ୍ଚି ନିଖୋଜ ଯାତ୍ରୀଙ୍କ ଉଦ୍ଧାର କାର୍ଯ୍ୟରେ ଲାଗିଛି। ।

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।