Advertisment

ବିଦ୍ୟୁତ୍ ଆଘାତରେ ୨ ମୃତ

ସୁବର୍ଣ୍ଣପୁର(ଓଡ଼ିଶା ରିପୋର୍ଟର): ବିଦ୍ୟୁତ୍‌ ଆଘାତରେ ଦୁଇ ମୃତ। ମୃତକ ଦୁଇଜଣ ହେଲେ ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ପଣ୍ଡକିମାଲ ଗାଁର ରାଧେଶ୍ୟାମ ସାହୁ ଏବଂ ଗୋପ ସାହୁ। ନିଜ ବିଲରେ ବିଦ୍ୟୁତ୍ ସଂଯୋଗ କରୁଥିବାବେଳେ ବିଦ୍ୟୁତ ସଂସ୍ପର୍ଶରେ ଆସି ଉଭୟଙ୍କ ମୃତ୍ୟୁ ହୋଇଛି। ଉଭୟେ ନିଜ ବିଲରେ ପାଣି ପମ୍ପ ସାହାଯ୍ୟରେ ଜଳସେଚନ ପାଇଁ ଉଦ୍ୟମ କରୁଥିବା ବେଳେ ବିଦ୍ୟୁତ ସଂସ୍ପର୍ଶରେ ଆସି ଗୁରୁତର ହୋଇଥିଲେ। ଗୁରୁତର ଅବସ୍ଥାରେ ଉଭୟଙ୍କୁ ତରଭା ଡାକ୍ତରଖାନାକୁ ଅଣାଯାଇଥିଲା। ଡାକ୍ତର ତାଙ୍କୁ […]

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ସ୍ୱାମୀ ମୃତ, ସ୍ତ୍ରୀ ଗୁରୁତର

electricshock

Advertisment

ସୁବର୍ଣ୍ଣପୁର(ଓଡ଼ିଶା ରିପୋର୍ଟର): ବିଦ୍ୟୁତ୍‌ ଆଘାତରେ ଦୁଇ ମୃତ। ମୃତକ ଦୁଇଜଣ ହେଲେ ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ପଣ୍ଡକିମାଲ ଗାଁର ରାଧେଶ୍ୟାମ ସାହୁ ଏବଂ ଗୋପ ସାହୁ। ନିଜ ବିଲରେ ବିଦ୍ୟୁତ୍ ସଂଯୋଗ କରୁଥିବାବେଳେ ବିଦ୍ୟୁତ ସଂସ୍ପର୍ଶରେ ଆସି ଉଭୟଙ୍କ ମୃତ୍ୟୁ ହୋଇଛି। ଉଭୟେ ନିଜ ବିଲରେ ପାଣି ପମ୍ପ ସାହାଯ୍ୟରେ ଜଳସେଚନ ପାଇଁ ଉଦ୍ୟମ କରୁଥିବା ବେଳେ ବିଦ୍ୟୁତ ସଂସ୍ପର୍ଶରେ ଆସି ଗୁରୁତର ହୋଇଥିଲେ। ଗୁରୁତର ଅବସ୍ଥାରେ ଉଭୟଙ୍କୁ ତରଭା ଡାକ୍ତରଖାନାକୁ ଅଣାଯାଇଥିଲା। ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଉଭୟଙ୍କ ଏଭଳି ଅକାଳ ବିୟୋଗରେ ସମଗ୍ର ତରଭା ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe