କଂଗ୍ରେସ୍‌କୁ ଫେରିବେ ସୁବାସ, ରାହୁଲଙ୍କ ଉପସ୍ଥିତିରେ ହାତ ଧରିବେ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି କଂଗ୍ରେସକୁ ଫେରିବେ ପୂର୍ବତନ ସାଂସଦ ସୁବାସ ନାୟକ। ଦଳ ସଭାପତି ରାହୁଲ ଗାନ୍ଧିଙ୍କ ଉପସ୍ଥିତରେ ସେ ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହେବେ। ସୁବାସଙ୍କ ବାସଭବନକୁ ଯାଇ ଆଜି ଏନେଇ ଆଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନରସିଂହ ମିଶ୍ର, ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଓ ରାଜ୍ୟ ପ୍ରଭାରୀ ଜିତେନ୍ଦ୍ର ସିଂହଙ୍କ ସମେତ ଅନ୍ୟ ବରିଷ୍ଠ ନେତା। ସୁବାସ ୧୯୯୧ ନିର୍ବାଚନରେ କଂଗ୍ରେସ ଟିକେଟରେ କଳାହାଣ୍ଡିରୁ ଲୋକସଭାକୁ ନିର୍ବାଚିତ ହୋଇଥିଲେ। ତେବେ […]

subhash

subhash

Rakesh Mallick
  • Published: Wednesday, 06 February 2019
  • Updated: 06 February 2019, 11:48 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି କଂଗ୍ରେସକୁ ଫେରିବେ ପୂର୍ବତନ ସାଂସଦ ସୁବାସ ନାୟକ। ଦଳ ସଭାପତି ରାହୁଲ ଗାନ୍ଧିଙ୍କ ଉପସ୍ଥିତରେ ସେ ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହେବେ।

ସୁବାସଙ୍କ ବାସଭବନକୁ ଯାଇ ଆଜି ଏନେଇ ଆଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନରସିଂହ ମିଶ୍ର, ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଓ ରାଜ୍ୟ ପ୍ରଭାରୀ ଜିତେନ୍ଦ୍ର ସିଂହଙ୍କ ସମେତ ଅନ୍ୟ ବରିଷ୍ଠ ନେତା।

ସୁବାସ ୧୯୯୧ ନିର୍ବାଚନରେ କଂଗ୍ରେସ ଟିକେଟରେ କଳାହାଣ୍ଡିରୁ ଲୋକସଭାକୁ ନିର୍ବାଚିତ ହୋଇଥିଲେ। ତେବେ ଗତ ନିର୍ବାଚନ ବେଳେ  କଂଗ୍ରେସ ଛାଡ଼ି ବିଜେଡିରେ ଯୋଗ ଦେଇଥିଲେ ସୁବାସ। ଆଜି ରାହୁଲଙ୍କ ଉପସ୍ଥିତିରେ ସେ ଦଳକୁ ଫେରିବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos