ଫାଣ୍ଡି ଦାୟିତ୍ୱରେ ରହିବେ ସବ୍‌-ଇନ୍ସପେକ୍ଟର

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଓଡ଼ିଶା ପୁଲିସର ୨୧୬ଟି ଫାଣ୍ଡି ଦାୟିତ୍ୱରେ ଏଣିକି ସବ୍-ଇନ୍ସପେକ୍ଟର (ଏସ୍‌ଆଇ)ମାନେ ରହିବେ। ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ପୂର୍ବରୁ ସହକାରୀ ସବ୍‌-ଇନ୍ସପେକ୍ଟର (ଏଏସ୍‌ଆଇ) ମାନେ ଫାଣ୍ଡି ଦାୟିତ୍ୱରେ ରହୁଥିଲେ। କମିଶନରେଟ୍ ପୁଲିସ ଠାରୁ ଆରମ୍ଭ କରି ବିଭିନ୍ନ ଜିଲ୍ଲା ପୁଲିସ୍‌ ଓ ରେଲୱେ ପୁଲିସ ଦ୍ୱାରା ପରିଚାଳିତ ଫାଣ୍ଡି ଗୁଡ଼ିକରେ ସବ୍‌-ଇନ୍ସପେକ୍ଟର ମାନଙ୍କୁ ନିଯୁକ୍ତି ଦିଆଯିବ। ସବ୍-ଇନ୍ସପେକ୍ଟର ମାନେ ପାଇଥିବା ତାଲିମ ଓ ଅପରାଧ ଅନୁସନ୍ଧାନରେ ସେମାନଙ୍କ […]

Police

Police

Jitendra Garnayak
  • Published: Tuesday, 05 October 2021
  • Updated: 05 October 2021, 12:00 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଓଡ଼ିଶା ପୁଲିସର ୨୧୬ଟି ଫାଣ୍ଡି ଦାୟିତ୍ୱରେ ଏଣିକି ସବ୍-ଇନ୍ସପେକ୍ଟର (ଏସ୍‌ଆଇ)ମାନେ ରହିବେ। ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ପୂର୍ବରୁ ସହକାରୀ ସବ୍‌-ଇନ୍ସପେକ୍ଟର (ଏଏସ୍‌ଆଇ) ମାନେ ଫାଣ୍ଡି ଦାୟିତ୍ୱରେ ରହୁଥିଲେ।

କମିଶନରେଟ୍ ପୁଲିସ ଠାରୁ ଆରମ୍ଭ କରି ବିଭିନ୍ନ ଜିଲ୍ଲା ପୁଲିସ୍‌ ଓ ରେଲୱେ ପୁଲିସ ଦ୍ୱାରା ପରିଚାଳିତ ଫାଣ୍ଡି ଗୁଡ଼ିକରେ ସବ୍‌-ଇନ୍ସପେକ୍ଟର ମାନଙ୍କୁ ନିଯୁକ୍ତି ଦିଆଯିବ।

ସବ୍-ଇନ୍ସପେକ୍ଟର ମାନେ ପାଇଥିବା ତାଲିମ ଓ ଅପରାଧ ଅନୁସନ୍ଧାନରେ ସେମାନଙ୍କ ଦକ୍ଷତା ଫାଣ୍ଡି ସ୍ତରରେ ଅପରାଧ ନିୟନ୍ତ୍ରଣରେ ବିଶେଷ ସହାୟକ ହେବ ବୋଲି ସରକାର ଆଶା କରୁଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos