ବାଲେଶ୍ୱର(ରଶ୍ମୀରଞ୍ଜନ ଦାସ): ଭାରତର ସୁପର୍ ସୋନିକ କ୍ରୁଜ୍ ମିସାଇଲ୍ HSTDVର ସଫଳ ପରୀକ୍ଷଣ ହୋଇଛି। ଆଜି ଦିନ ୧୧ଟାରେ ଭଦ୍ରକ ଜିଲ୍ଲା ଅବଦୁଲ କଲାମ ଆଇଲାଣ୍ଡରେ ଏହାର ପରୀକ୍ଷଣ କରାଯାଇଛି। HSTDV (ହାଇପର୍ସୋନିକ ଟେକ୍ନୋଲଜି ଡେମୋନଷ୍ଟ୍ରେଟର ଭେଇକଲ୍) ଭାରତର ଏକ ଚାଳକ ବିହୀନ ସ୍କ୍ରାମ୍ଜେଟ୍ ଏୟାର୍ କ୍ରାଫଟ୍।
https://twitter.com/DRDO_India/status/1302863224988082181?s=20
ଭାରତୀୟ ପ୍ରତିରକ୍ଷା ଗବେଷଣା ପ୍ରତିଷ୍ଠାନ ଦ୍ୱାରା ନିର୍ମିତ ଏହି ହାଇପର ସୋନିକ୍ ସ୍ପିଡ ଏୟାର୍ କ୍ରାଫଟ୍ ଶତ୍ରୁ ପକ୍ଷର ଯେକୌଣସି କ୍ଷେପଣାସ୍ତ୍ର ଓ ଅସ୍ତ୍ରଶସ୍ତ୍ରକୁ ନଷ୍ଟ କରିବାରେ ସଫଳ ହୋଇପାରିବ।
ଗତବର୍ଷ ମଧ୍ୟ ଏହି ମିସାଇଲର ପରୀକ୍ଷଣ କରାଯାଇଥିଲା। ସେତେବେଳେ ସାମୟିକ ସଫଳ ମଧ୍ୟ ହୋଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।