ଇଟାଲିରେ ସମ୍ମାନିତ ହେଲେ ସୁଦର୍ଶନ ପଟ୍ଟନାୟକ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ଅନ୍ତର୍ଜାତୀୟ ସମ୍ମାନରେ ସମ୍ମାନିତ ହେଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ। ପ୍ରଥମ ବାଲୁକା ଶିଳ୍ପୀ ଭାବେ ସୁଦର୍ଶନଙ୍କୁ ମିଳିଛି  ‘ଇଟାଲିୟନ ଗୋଲ୍‌ଡେନ ସ୍ୟାଣ୍ଡ ଆର୍ଟ ଆଓ୍ୱାର୍ଡ-୨୦୧୯’।  ଇଟାଲିର ରୋମ୍‌ରେ  ଆୟୋଜିତ  ‘ଅନ୍ତର୍ଜାତୀୟ ସ୍କୋରାନା ନେଟିଭିଟି’ ଉତ୍ସବରେ  ଏପରି ସମ୍ମାନରେ ସମ୍ମାନିତ ହୋଇଛନ୍ତି ସୁଦର୍ଶନ।  ଏହି ଉତ୍ସବରେ ଭାରତୀୟ ହାଇକମିଶନର ଉପମୁଖ୍ୟ ନିହାରିକା ସିଂହ ମଧ୍ୟ ଉପସ୍ଥିତ ଥିଲେ। ପ୍ରଥମ ବାଲୁକା ଶିଳ୍ପୀ ଭାବେ ସୁଦର୍ଶନଙ୍କୁ ଏହି ସମ୍ମାନ ମିଳିଛି। ଚଳିତ ମାସ ୧୩ ତାରିଖରୁ […]

sudasana,,

sudasana,,

Tapaswini Nayak
  • Published: Sunday, 17 November 2019
  • Updated: 17 November 2019, 11:14 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ଅନ୍ତର୍ଜାତୀୟ ସମ୍ମାନରେ ସମ୍ମାନିତ ହେଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ। ପ୍ରଥମ ବାଲୁକା ଶିଳ୍ପୀ ଭାବେ ସୁଦର୍ଶନଙ୍କୁ ମିଳିଛି  ‘ଇଟାଲିୟନ ଗୋଲ୍‌ଡେନ ସ୍ୟାଣ୍ଡ ଆର୍ଟ ଆଓ୍ୱାର୍ଡ-୨୦୧୯’।  ଇଟାଲିର ରୋମ୍‌ରେ  ଆୟୋଜିତ  ‘ଅନ୍ତର୍ଜାତୀୟ ସ୍କୋରାନା ନେଟିଭିଟି’ ଉତ୍ସବରେ  ଏପରି ସମ୍ମାନରେ ସମ୍ମାନିତ ହୋଇଛନ୍ତି ସୁଦର୍ଶନ।  ଏହି ଉତ୍ସବରେ ଭାରତୀୟ ହାଇକମିଶନର ଉପମୁଖ୍ୟ ନିହାରିକା ସିଂହ ମଧ୍ୟ ଉପସ୍ଥିତ ଥିଲେ। ପ୍ରଥମ ବାଲୁକା ଶିଳ୍ପୀ ଭାବେ ସୁଦର୍ଶନଙ୍କୁ ଏହି ସମ୍ମାନ ମିଳିଛି।

ଚଳିତ ମାସ ୧୩ ତାରିଖରୁ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମ ଆସନ୍ତାକାଲି ଯାଏ ଚାଲିବ। ଏହି ଅବସରରେ ସେ ୧୦ଫୁଟ ଉଚ୍ଚତା ବିଶିଷ୍ଟ ମହାତ୍ମା ଗାନ୍ଧିଙ୍କ ବାଲୁକା କଳା ନିର୍ମାଣ କରିଥିଲେ। ଏହି ଉତ୍ସବରେ ୮ଟି ଦେଶର ବାଲୁକା ଶିଳ୍ପୀ ଭାଗ ନେଇଛନ୍ତି। ସେମାନଙ୍କୁ ପଛରେ ପକାଇ ଏହି ସମ୍ମାନ ହାତେଇବାରେ ସୁଦର୍ଶନ ସଫଳ ହୋଇଥିବାରୁ ତାଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story