Advertisment

ସଚିବାଳୟ କର୍ମଚାରୀଙ୍କର ହେବ କରୋନା ଟେଷ୍ଟ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶା ସଚିବାଳୟ କର୍ମଚାରୀଙ୍କ କରୋନା ଟେଷ୍ଟ ପାଇଁ ପରାମର୍ଶ ଦିଆଯାଇଛି। ଯେଉଁ କର୍ମଚାରୀ କରୋନା ଲକ୍ଷଣ ଅନୁଭବ କରୁଛନ୍ତି, ସେମାନେ ନିଜର ଟେଷ୍ଟ ପାଇଁ ସ୍ୱାବ ଦେଇ ପାରିବେ। କ୍ୟାପିଟାଲ ହସ୍ପିଟାଲ ଯାଇ ସେମାନେ ସ୍ୱାବ ଦେଇ ପାରିବେ। ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏନେଇ ସଚିବାଳୟ କର୍ମଚାରୀ ସଂଘକୁ ଚିଠି ଦିଆଯାଇଛି। ସୂଚନାଯୋଗ୍ୟ, ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୯,୧୭୫ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୧୮,୯୩୯ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ […]

ଅଦ୍ୟତନ ହୋଇଛି
କରୋନା ବେଳେ ବରିଷ୍ଠ ଓଏଏସ ସ୍ତରରେ ଅଦଳବଦଳ କଲେ ସରକାର

secretariat-odisha

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶା ସଚିବାଳୟ କର୍ମଚାରୀଙ୍କ କରୋନା ଟେଷ୍ଟ ପାଇଁ ପରାମର୍ଶ ଦିଆଯାଇଛି। ଯେଉଁ କର୍ମଚାରୀ କରୋନା ଲକ୍ଷଣ ଅନୁଭବ କରୁଛନ୍ତି, ସେମାନେ ନିଜର ଟେଷ୍ଟ ପାଇଁ ସ୍ୱାବ ଦେଇ ପାରିବେ। କ୍ୟାପିଟାଲ ହସ୍ପିଟାଲ ଯାଇ ସେମାନେ ସ୍ୱାବ ଦେଇ ପାରିବେ। ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏନେଇ ସଚିବାଳୟ କର୍ମଚାରୀ ସଂଘକୁ ଚିଠି ଦିଆଯାଇଛି।

Advertisment

ସୂଚନାଯୋଗ୍ୟ, ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୯,୧୭୫ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୧୮,୯୩୯ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୦,୦୪୧ ଜଣ ଚିକିତ୍ସାଧୀନ ଅଛନ୍ତି। ରାଜ୍ୟରେ ଏ ଯାଏ କରୋନା ଯୋଗୁ ୧୫୯ ଜଣ ଆଖି ବୁଜି ସାରିଲେଣି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe