ସମ୍‌ ହସ୍ପିଟାଲ ଅଗ୍ନିକାଣ୍ଡ ଘଟଣା: ବିଭିନ୍ନ ମହଲରୁ ଦୁଃଖ ପ୍ରକାଶ

ଭୁବନେଶ୍ୱର: ଗତକାଲି ସମ୍‌ ହସ୍ପିଟାଲରେ ଘଟିଥିବା ଅଗ୍ନିକାଣ୍ଡରେ ମୃତ୍ୟୁ ସଂଖ୍ୟା ୨୦ରେ ପହଞ୍ଚିଛି। ଗତକାଲି ୧୭ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆଜି ସକାଳେ ଚିକିତ୍ସରଧୀନ ଅବସ୍ଥାରେ ଏମ୍ସ ହସ୍ପିଟାଲରେ ଜଣଙ୍କ ମୃତ୍ୟୁ ଘଟିଛି। ଅଗ୍ନିକାଣ୍ଡରେ ଗୁରୁତର ଆହତ ୧୦୬ ଜଣଙ୍କୁ ବିଭିନ୍ନ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହି ଘଟଣା ପରେ ବିଭିନ୍ନ ମହଲରେ ଦୁଃଖ ପ୍ରକାଶ କରାଯାଇଛି। ସମ୍‌ ହସ୍ପିଟାଲ ଅଗ୍ନିକାଣ୍ଡରେ ମୃତ ଓ ଆହତଙ୍କ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି ପ୍ରଧାନନ୍ତ୍ରୀ ନରେନ୍ଦ୍ର ମୋଦି […]

19

19

Rakesh Mallick
  • Published: Tuesday, 18 October 2016
  • Updated: 18 October 2016, 02:04 PM IST

Sports

Latest News

hospitalଭୁବନେଶ୍ୱର: ଗତକାଲି ସମ୍‌ ହସ୍ପିଟାଲରେ ଘଟିଥିବା ଅଗ୍ନିକାଣ୍ଡରେ ମୃତ୍ୟୁ ସଂଖ୍ୟା ୨୦ରେ ପହଞ୍ଚିଛି। ଗତକାଲି ୧୭ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆଜି ସକାଳେ ଚିକିତ୍ସରଧୀନ ଅବସ୍ଥାରେ ଏମ୍ସ ହସ୍ପିଟାଲରେ ଜଣଙ୍କ ମୃତ୍ୟୁ ଘଟିଛି। ଅଗ୍ନିକାଣ୍ଡରେ ଗୁରୁତର ଆହତ ୧୦୬ ଜଣଙ୍କୁ ବିଭିନ୍ନ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହି ଘଟଣା ପରେ ବିଭିନ୍ନ ମହଲରେ ଦୁଃଖ ପ୍ରକାଶ କରାଯାଇଛି।

ସମ୍‌ ହସ୍ପିଟାଲ ଅଗ୍ନିକାଣ୍ଡରେ ମୃତ ଓ ଆହତଙ୍କ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି ପ୍ରଧାନନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧି। ରାଜ୍ୟପାଳ ଏସ୍‌.ସି. ଜମିର, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଜୁଏଲ ଓରାମ, ସାଂସଦ ବୈଜୟନ୍ତ ପଣ୍ଡା ଏବଂ ପ୍ରସନ୍ନ ପାଟ୍ଟଶାଣୀ, ପିସିସି ସଭାପତି ପ୍ରସାଦ ହରିଚନ୍ଦନ, ବିଜେପି ରାଜ୍ୟ ସଭାପତି ବସନ୍ତ ପଣ୍ଡା, ବିରୋଧୀ ଦଳ ନେତା ନରସିଂହ ମିଶ୍ର ଓ ଶିଳ୍ପପତି ନବୀନ ଜିନ୍ଦଲ ଏହି ଘଟଣା ପାଇଁ ଦୁଃଖ ପ୍ରକାଶ କରିବା ସହ ମୃତକ ଓ ଆହତଙ୍କ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି।

ସମ୍ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣାକୁ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି। ଏହି ଘଟଣା ପାଇଁ ରାଜ୍ୟ ସରକାର ଓ ସମ୍‌ କର୍ତ୍ତୃପକ୍ଷକୁ ସେ ଦାୟୀ କରିଛନ୍ତି।

ବିରୋଧୀ ଦଳ ନେତା ନରସିଂହ ମିଶ୍ର କହିଛନ୍ତି,“ ଏହି ଘଟଣା ପାଇଁ ସମ୍‌ ହସ୍ପିଟାଲ କର୍ତ୍ତୃପକ୍ଷ ଓ ରାଜ୍ୟ ସରକାର ଦାୟୀ। ଅଗ୍ନିକାଣ୍ଡରେ ମୃତ୍ୟୁବରଣ କରିଥିବା ବ୍ୟକ୍ତିଙ୍କ ପରିବାର ବର୍ଗଙ୍କୁ ମେଡିକାଲ କର୍ତ୍ତୃପକ୍ଷ ଏକ କୋଟି ଟଙ୍କା ଲେଖାଏଁ କ୍ଷତିପୂରଣ ଦିଅନ୍ତୁ। ରାଜ୍ୟ ସରକାର ମଧ୍ୟ ମୃତକଙ୍କ ପରିବାରବର୍ଗଙ୍କୁ କ୍ଷତିପୂରଣ ଦିଅନ୍ତୁ। ଆବଶ୍ୟକ ସ୍ଥଳରେ ଫୌଜଦାରୀ ମାମଲା ରୁଜୁ କରାଯାଉ।”

ସମ୍‌ ହସପିଟାଲ ଅଗ୍ନିକାଣ୍ତ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇସ୍ତଫା ଦିଅନ୍ତୁ ବୋଲି  ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକ ଦାବି କରିଛନ୍ତି। ଏହି ଘଟଣାର ବିଚାର ବିଭାଗୀୟ ତଦନ୍ତ କରାଯାଉ ବୋଲି ସେ କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story