ସମ୍‌ ଅଗ୍ନିକାଣ୍ଡ: ଖୋର୍ଦ୍ଧା ସିଡିଏମ୍‌ଓଙ୍କୁ କାରଣ ଦର୍ଶାଅ ନୋଟିସ୍‌

ଭୁବନେଶ୍ୱର/କଟକ: ସମ୍‌ ଅଗ୍ନିକାଣ୍ଡ ଘଟଣାରେ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଖୋର୍ଦ୍ଧା ସିଡିଏମ୍‌ଓଙ୍କୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରାଯାଇଛି। ଆଇନ ଉଲ୍ଲଂଘନ ସତ୍ତ୍ୱେ ସମ୍‌ ହସ୍ପିଟାଲକୁ କେମିତି ଅନୁମତି ଦିଆଗଲା ତାହା ଜଣାଇବାକୁ ସିଡିଏମ୍‌ଓଙ୍କୁ କୁହାଯାଇଛି। ତାଙ୍କ ବିରୋଧରେ କାହିଁକି କାର୍ଯ୍ୟାନୁଷ୍ଠାନ ନିଆଯିବ ନାହିଁ ବୋଲି ବିଭାଗ ପକ୍ଷରୁ ସିଡିଏମ୍‌ଓଙ୍କୁ ପ୍ରଶ୍ନ କରାଯାଇଛି।

ସେହିପରି ସମ୍‌ ହସ୍ପିଟାଲର ମାଲିକ ମନୋଜ ନାୟକଙ୍କ ପତ୍ନୀ ଶ୍ୱାଶତୀ ଦାସ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ଆବେଦନ କରିଛନ୍ତି। ତାଙ୍କ ସହ ମନୋଜଙ୍କ ଭଉଣୀ ଆରତୀ ନାୟକ ମଧ୍ୟ ଆଗୁଆ ଜମିନ ପାଇଁ ଆବେଦନ କରିଛନ୍ତି।

ଆହୁରି ପଢ଼ନ୍ତୁ

ଆସୁଛି ଆଉ ଏକ ଲଘୁଚାପ, ୫ ଦିନ ଧରି ପ୍ରବଳ ବର୍ଷିବ!

OSAP ଷଷ୍ଠ ବାଟାଲିଅନରେ ୧୬ ଯବାନଙ୍କୁ କରୋନା

ମହାମାରୀ ‘କରୋନା’ ମୃତ୍ୟୁ ପଞ୍ଝାରେ ମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲା!

ରେକର୍ଡ଼ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

‘ଓଟିଭି ବିରୋଧରେ ଲାଗିଥିବା ଦଫା ଗୁଡ଼ିକ ଗ୍ରହଣଯୋଗ୍ୟ ନୁହେଁ’

‘ଗ୍ରାମାଞ୍ଚଳ ଅପେକ୍ଷା ସହରାଞ୍ଚଳରେ ସଂକ୍ରମିତ ହାର ଅଧିକ’

କୁକୁର ସାମ୍ନାକୁ ଚାଲି ଆସିବାରୁ ଗଛରେ ପିଟି ହେଲା ବୋଲେରୋ!

ଭୁବନେଶ୍ୱରରୁ ୧୬୬ କରୋନା ଆକ୍ରାନ୍ତ ଚିହ୍ନଟ, ସେଥିରୁ ୬୮ ଲୋକାଲ୍‌ କେସ୍‌

ଲୋକଙ୍କୁ ଡରାଉଛି ଘଡ଼ିଆଲ କୁମ୍ଭୀର

କ୍ରାନ୍ତି ଦିବସରେ ସ୍ୱାଧୀନତା ସଂଗ୍ରାମୀଙ୍କୁ ସମ୍ୱର୍ଦ୍ଧନା

ଗନ୍ଧମାର୍ଦ୍ଦନ ପାହାଡ଼ରେ ନକ୍ସଲ-ଏସ୍‌ଓଜି ମୁହାଁମୁହିଁ

ପଲିଥିନ୍‌ ତଳେ କଟୁଛି ଜୀବନ