ସମ୍‌ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଗତକାଲି ସନ୍ଧ୍ୟାରେ ସମ୍‌ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟି ୨୦ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି। ସେ ଟ୍ୱିଟ୍‌ କରି ନିଜର ଶୋକ ପ୍ରକାଶ କରିଛନ୍ତି।  ଏହାସହ କେନ୍ଦ୍ର ସମସ୍ତ ପ୍ରକାର ସହାୟତା ଯୋଗାଇ ଦେବ ବୋଲି ସେ ଟ୍ୱିଟ୍‌ରେ ଉଲ୍ଲେଖ କରିଛନ୍ତି। ଏହି ଘଟଣା ସମ୍ପର୍କରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡାଙ୍କ ସହ ମୋଦି ଆଲୋଚନା କରିଛନ୍ତି। ଗୁରୁତର ଆହତମାନଙ୍କୁ ଏମସ୍‌କୁ ସ୍ଥାନାନ୍ତର ପାଇଁ […]

modi

modi

Rakesh Mallick
  • Published: Tuesday, 18 October 2016
  • Updated: 18 October 2016, 04:21 PM IST

Sports

Latest News

ନୂଆଦିଲ୍ଲୀ: ଗତକାଲି ସନ୍ଧ୍ୟାରେ ସମ୍‌ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟି ୨୦ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି। ସେ ଟ୍ୱିଟ୍‌ କରି ନିଜର ଶୋକ ପ୍ରକାଶ କରିଛନ୍ତି।  ଏହାସହ କେନ୍ଦ୍ର ସମସ୍ତ ପ୍ରକାର ସହାୟତା ଯୋଗାଇ ଦେବ ବୋଲି ସେ ଟ୍ୱିଟ୍‌ରେ ଉଲ୍ଲେଖ କରିଛନ୍ତି। ଏହି ଘଟଣା ସମ୍ପର୍କରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡାଙ୍କ ସହ ମୋଦି ଆଲୋଚନା କରିଛନ୍ତି। ଗୁରୁତର ଆହତମାନଙ୍କୁ ଏମସ୍‌କୁ ସ୍ଥାନାନ୍ତର ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି।

ଏହାସହିତ ମୋଦି ପେଟ୍ରୋଲିୟମ୍‌ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ମଧ୍ୟ କଥା ହୋଇଛନ୍ତି। ପୀଡିତଙ୍କୁ ସମସ୍ତ ପ୍ରକାର ସାହାଯ୍ୟ କିପରି ମିଳିବ ସେଥିପ୍ରତି ଧ୍ୟାନ ଦେବାକୁ ଧର୍ମେନ୍ଦ୍ରଙ୍କୁ କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos