ସରକାରୀ ଅନୁବନ୍ଧିତ ତାଲିକାରୁ ସମ୍‌ ବାଦ୍‌

ଭୁବନେଶ୍ୱର: ସମ୍‌ ହସ୍ପିଟାଲ୍‌ କର୍ତ୍ତୃପକ୍ଷଙ୍କୁ ଆଉ ଏକ ବଡ଼ ଝଟ୍‌କା ଲାଗିଛି। ସରକାରୀ ଅନୁବନ୍ଧିତ ତାଲିକାରୁ ସମ୍‌କୁ ବାଦ ଦିଆଯାଇଛି। ଡିଏମ୍‌ଇଟି ପକ୍ଷରୁ ଏ ନେଇ ଆଜି ବିଜ୍ଞପ୍ତି ଜାରି କରାଯାଇଛି।

ରାଜ୍ୟର ଗରିବ ରୋଗୀଙ୍କ ଅଧିକ ଚିକିତ୍ସା ପାଇଁ ସମ୍‌ ହସ୍ପିଟାଲ ଅନୁବନ୍ଧିତ ହୋଇଥିଲା। ତେବେ ଗତ ସୋମବାର ସମ୍‌ରେ ଅଗ୍ନିକାଣ୍ଡ ଘଟି ୨୪ ଜଣଙ୍କ ମୃତ୍ୟୁ ହେବା ପରେ ରାଜ୍ୟ ସରକାରଙ୍କ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି।  ରାଷ୍ଟ୍ରୀୟ ସ୍ୱାସ୍ଥ୍ୟ ବୀମା ଯୋଜନା ଏବଂ ଚିକିତ୍ସା ପାଣ୍ଠିରୁ ଏହି ହସ୍ପିଟାଲକୁ ବାଦ୍‌ ଦିଆଯାଇଛି।

ସମ୍‌ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣାରେ ମାଲିକ ମନୋଜ ନାୟକଙ୍କ ସମେତ ୫ ଜଣଙ୍କୁ ଗିରଫ କରାଯାଇଛି।

ଆହୁରି ପଢ଼ନ୍ତୁ

ଯୌତୁକ ପାଇଁ ଗର୍ଭବତୀଙ୍କୁ ହତ୍ୟା ଅଭିଯୋଗ

ଚିନ୍ତା ବଢ଼ାଉଛି ଗଞ୍ଜାମ, ଜିଲ୍ଲାରେ କରୋନା ମୃତ୍ୟୁକୁ ନେଇ କେନ୍ଦ୍ର ସରକାରଙ୍କ ଉଦ୍‌ବେଗ

ମିଳିଲାନ୍ସ ମହାପ୍ରୟାଣ ଗାଡ଼ି: ବାଇକ୍‌ରେ ବୁହାଗଲା ମୃତଦେହ

ଭାଇରାଲ ଅଡିଓ ମାମଲା; ଅଟକଙ୍କ ମଧ୍ୟରୁ ଜଣେ ଅରଟେଲ୍ କର୍ମଚାରୀ

ପୁଲିସ୍‌ କର୍ମଚାରୀଙ୍କୁ ଅଟକ ରଖି ବନ୍ଧା ହେଲେ ୨୨

ଗୁଣିଆ ସନ୍ଦେହରେ ବୃଦ୍ଧାଙ୍କୁ ହତ୍ୟା

ଭାଇରାଲ ଅଡିଓ ମାମଲାରେ ୨ ଜଣଙ୍କୁ ଉଠାଇନେଲା ପୁଲିସ

ଆସୁଛି ଆଉ ଏକ ଲଘୁଚାପ, ୫ ଦିନ ଧରି ପ୍ରବଳ ବର୍ଷିବ!

OSAP ଷଷ୍ଠ ବାଟାଲିଅନରେ ୧୬ ଯବାନଙ୍କୁ କରୋନା

ମହାମାରୀ ‘କରୋନା’ ମୃତ୍ୟୁ ପଞ୍ଝାରେ ମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲା!

ରେକର୍ଡ଼ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

‘ଓଟିଭି ବିରୋଧରେ ଲାଗିଥିବା ଦଫା ଗୁଡ଼ିକ ଗ୍ରହଣଯୋଗ୍ୟ ନୁହେଁ’