ସୁମିତା ସର୍କାର ମାଧ୍ୟମିକ ଶିକ୍ଷା ବୋର୍ଡ ସମ୍ପାଦକ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କଟକ ମହାନଗର ନିଗମ(ସିଏମି)ର ଅତିରିକ୍ତ କମିଶନର ବରିଷ୍ଠ ଓଏଏସ୍ ଅଧିକାରୀ ସୁମିତା ସର୍କାରଙ୍କୁ କଟକସ୍ଥିତ ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ସମ୍ପାଦକ ଭାବେ ନିଯୁକ୍ତି ମିଳିଛି। ଆଜି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ସମ୍ପାଦକ ବରିଷ୍ଠ ଓଏଏସ୍ ଶ୍ରୀକାନ୍ତ ତରାଇଙ୍କୁ ଅନୁସୂଚିତ ଜାତି ଓ ଜନଜାତି ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି । ସେ ଅତିରିକ୍ତ ଭାବେ ଅନୁସୂଚିତ ଜନଜାତି ନିର୍ଦ୍ଦେଶକ […]

BSE OFFICE

BSE OFFICE

Ordigital Desk
  • Published: Monday, 26 September 2022
  • Updated: 27 September 2022, 03:18 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କଟକ ମହାନଗର ନିଗମ(ସିଏମି)ର ଅତିରିକ୍ତ କମିଶନର ବରିଷ୍ଠ ଓଏଏସ୍ ଅଧିକାରୀ ସୁମିତା ସର୍କାରଙ୍କୁ କଟକସ୍ଥିତ ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ସମ୍ପାଦକ ଭାବେ ନିଯୁକ୍ତି ମିଳିଛି।

ଆଜି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ସମ୍ପାଦକ ବରିଷ୍ଠ ଓଏଏସ୍ ଶ୍ରୀକାନ୍ତ ତରାଇଙ୍କୁ ଅନୁସୂଚିତ ଜାତି ଓ ଜନଜାତି ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି । ସେ ଅତିରିକ୍ତ ଭାବେ ଅନୁସୂଚିତ ଜନଜାତି ନିର୍ଦ୍ଦେଶକ ଦାୟିତ୍ୱ ତୁଲାଇବେ । ସେହିପରି ବରିଷ୍ଠ ଓଏଏସ୍ ରେଣୁପ୍ରଭା ନାୟକଙ୍କୁ ସମବାୟ ବିଭାଗର ଅତିରିକ୍ତ ସଚିବ ଓ ବରେନ୍ଦ୍ରନାଥ ଧଳଙ୍କୁ କଟକସ୍ଥିତ ବୋର୍ଡ ଅଫ ରେଭନ୍ୟୁରେ ଉପସଚିବ ଭାବେ ବଦଳି କରାଯାଇଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story