ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କଟକ ମହାନଗର ନିଗମ(ସିଏମି)ର ଅତିରିକ୍ତ କମିଶନର ବରିଷ୍ଠ ଓଏଏସ୍ ଅଧିକାରୀ ସୁମିତା ସର୍କାରଙ୍କୁ କଟକସ୍ଥିତ ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ସମ୍ପାଦକ ଭାବେ ନିଯୁକ୍ତି ମିଳିଛି।
ଆଜି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ସମ୍ପାଦକ ବରିଷ୍ଠ ଓଏଏସ୍ ଶ୍ରୀକାନ୍ତ ତରାଇଙ୍କୁ ଅନୁସୂଚିତ ଜାତି ଓ ଜନଜାତି ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି । ସେ ଅତିରିକ୍ତ ଭାବେ ଅନୁସୂଚିତ ଜନଜାତି ନିର୍ଦ୍ଦେଶକ ଦାୟିତ୍ୱ ତୁଲାଇବେ । ସେହିପରି ବରିଷ୍ଠ ଓଏଏସ୍ ରେଣୁପ୍ରଭା ନାୟକଙ୍କୁ ସମବାୟ ବିଭାଗର ଅତିରିକ୍ତ ସଚିବ ଓ ବରେନ୍ଦ୍ରନାଥ ଧଳଙ୍କୁ କଟକସ୍ଥିତ ବୋର୍ଡ ଅଫ ରେଭନ୍ୟୁରେ ଉପସଚିବ ଭାବେ ବଦଳି କରାଯାଇଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ସରକାରୀ ଚାକିରି ବେପାର କରୁଥିଲେ 420 ଦମ୍ପତି
ରାଉରକେଲା ଟିମ୍ବର କୋଲୋନୀର ଲକ୍ଷ୍ମୀ ତନ୍ତି ଓ ତାଙ୍କ ସ୍ଵାମୀ ସଂଗ୍ରାମ ସାହୁ ପାଠଶାଠ କମ୍ ପଢ଼ିଛନ୍ତି। ତଥାପି ସରକାରୀ ଚାକିରି ବାଣ୍ଟୁଥିଲେ। ମାସର ଥରେ ବେକରେ ଆଇକାର୍ଡ ପକାଇ ରାଉରକେଲା କୋର୍ଟକୁ ଯାଉଥିଲେ।
Politics
କାଉଣ୍ଟର କଲା ବିଜେପି; ନବ ଦାସଙ୍କ ହତ୍ୟା ବେଳେ କାହିଁକି ଚୁପ୍ ଥିଲେ ଦୀପାଳି-ଆକାଶ?
ଦୀପାଳି କହିଛନ୍ତି, ଅନାସ୍ଥା ଯେତେବେଳେ ଆସିଲା ସେତେବେଳ ପ୍ରଶାସନ ଟାଳଟୁଳ ନୀତି ଅବଲମ୍ବନ କଲା। ଆମେ ହାଇକୋର୍ଟରୁ ନିର୍ଦ୍ଦେଶ ଆଣିଲୁ। ଅନାସ୍ଥା ପାଇଁ ତାରିଖ ଦିଆଗଲା ୧୦ ଜାନୁଆରୀ।
Special
ପ୍ଲାଷ୍ଟିକ୍ ବିରୋଧରେ ବଡ଼ ଲଢେଇ; ମାଗଣାରେ ଯୋଗାଇ ଦିଆଯାଉଛି ଷ୍ଟିଲ୍ ପ୍ଲେଟ, ଗ୍ଲାସ୍
ପରିବେଶ ସୁରକ୍ଷା ପାଇଁ ନୂଆପଡା ଜିଲ୍ଲା ଖରିଆର ରୋଡ୍ର ୨୦ ଜଣ ଯୁବକ ଓ ଯୁବତୀ ମିଶି ଗଢ଼ିଛନ୍ତି ‘ପହଲ’ ଅନୁଷ୍ଠାନ। ଏହି ଅନୁଷ୍ଠାନ ପଲିଥିନ୍ ଓ ପ୍ଲାଷ୍ଟିକ ବିରୋଧରେ ଲଢ଼େଇ ଆରମ୍ଭ କରିଛି।
Weather
୩ ଦିନ ପରେ ବଢ଼ିବ ଶୀତ, କଲବଲ କରିବ ଘନ କୁହୁଡ଼ି!
ଶୀତ ପରେ ରାଜ୍ୟବାସୀଙ୍କୁ କୁହୁଡି କଲବଲ କରିବ। ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି।
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।