ଆଜି ସୁନାବେଶ; ମହଣ ମହଣ ସୁନାରେ ସଜେଇ ହେବେ ୩ ଠାକୁର

ପୁରୀ(ଓଡ଼ିଶା ରିପୋର୍ଟର): ଜନ୍ମବେଦୀରେ  ଲୀଳାଖେଳା ସାରି ଗତକାଲି ନୀଳକନ୍ଦର ଫେରିଛନ୍ତି ମହାବାହୁ । ଆଜି ରଥ ଉପରେ ହେବ ସୁନାବେଶ । ମହଣ ମହଣ ସୁନାରେ ସଜେଇ ହେବେ ତିନି ଠାକୁର।  ତେବେ  କୋଭିଡ କଟକଣା ଯୋଗୁ ଏଥର ମଧ୍ୟ ବିନା ଭକ୍ତରେ ମହାପ୍ରଭୁଙ୍କ ସୁନାବେଶ ହେବ । ଗତବର୍ଷ ଭଳି ଚଳିତବର୍ଷ ମଧ୍ୟ ବିନା ଭକ୍ତରେ ସୁରୁଖୁରୁରେ ସରିଛି ବାହୁଡାଯାତ୍ରା ।   କୋଭିଡ୍ କଟକଣା ସତ୍ତ୍ୱେ ଶୃଙ୍ଖଳିତ ନୀତିକାନ୍ତି ପାଇଁ  ନିର୍ଦ୍ଧାରିତ ସମୟ ଆଗରୁ ସିଂହଦ୍ୱାର […]

Ratha Yatra

Ratha Yatra

Niharika Rout
  • Published: Wednesday, 21 July 2021
  • Updated: 21 July 2021, 01:02 PM IST

Sports

Latest News

ପୁରୀ(ଓଡ଼ିଶା ରିପୋର୍ଟର): ଜନ୍ମବେଦୀରେ  ଲୀଳାଖେଳା ସାରି ଗତକାଲି ନୀଳକନ୍ଦର ଫେରିଛନ୍ତି ମହାବାହୁ । ଆଜି ରଥ ଉପରେ ହେବ ସୁନାବେଶ । ମହଣ ମହଣ ସୁନାରେ ସଜେଇ ହେବେ ତିନି ଠାକୁର।  ତେବେ  କୋଭିଡ କଟକଣା ଯୋଗୁ ଏଥର ମଧ୍ୟ ବିନା ଭକ୍ତରେ ମହାପ୍ରଭୁଙ୍କ ସୁନାବେଶ ହେବ ।

[caption id="attachment_660442" align="aligncenter" width="650"]Ratha Yatra ରଥରେ କାଳିଆ ସାଆନ୍ତା।[/caption]

ଗତବର୍ଷ ଭଳି ଚଳିତବର୍ଷ ମଧ୍ୟ ବିନା ଭକ୍ତରେ ସୁରୁଖୁରୁରେ ସରିଛି ବାହୁଡାଯାତ୍ରା ।   କୋଭିଡ୍ କଟକଣା ସତ୍ତ୍ୱେ ଶୃଙ୍ଖଳିତ ନୀତିକାନ୍ତି ପାଇଁ  ନିର୍ଦ୍ଧାରିତ ସମୟ ଆଗରୁ ସିଂହଦ୍ୱାର ସମ୍ମୁଖରେ ଲାଗିଥିଲା ୩ ରଥ ।ଏପଟେ ସୁନାବେଶ ପାଇଁ ସହରର କିଛି ସ୍ଥାନରେ କର୍ଫ୍ୟୁ ବଳବତ୍ତର ରହିଛି । ମାର୍କେଟ୍ ଛକ, କାକୁଡି ଖାଇ ଛକ ସମେତ ଶ୍ରୀମନ୍ଦିର ସହ ସଂଯୋଗ କରୁଥିବା ସମସ୍ତ ରାସ୍ତାରେ ୧୪୪ ଧାରା ଜାରି କରାଯାଇଛି । ଏହା ଆସନ୍ତା ୨୪ ତାରିଖ ସକାଳ ୬ଟା ଯାଏଁ ଜାରି ରହିବ।  ଶ୍ରୀଜିଉଙ୍କ ସୁନାବେଶ, ଅଧରପଣା ଏବଂ ନିଳାଦ୍ରୀ ବିଜେ ପାଇଁ ନିୟମ କଡ଼ାକଡ଼ି ପାଳନ ଉପରେ ଗୁରୁତ୍ୱ ଦିଆଯାଇଛି ।  ଏସବୁ ଅଞ୍ଚଳକୁ ଛାଡିଦେଲେ ପୁରୀ ପୌରାଞ୍ଚଳର ଅନ୍ୟ ସମସ୍ତ ଅଞ୍ଚଳରୁ କର୍ଫ୍ୟୁକୁ ହଟାଇ ଦିଆଯାଇଛି।

ତିନି ରଥ ଏବେ ସିଂହଦ୍ୱାର ସମ୍ମୁଖରେ । ଆଜି ହେବ ଶ୍ରୀଜୀଉଙ୍କ ସୁନାବେଶ । ଏହା ପରେ ଭାଇ, ଭଉଣୀଙ୍କୁ ଧରି ଶ୍ରୀମନ୍ଦିରକୁ ବାହୁଡ଼ିଯିବେ ମହାବାହୁ । ଏହି କ୍ରମରେ ପୁରୀ ବେଳାଭୂମିର ଝୁରା ବାଲିରେ ଜଗତରନାଥ ଜଗନ୍ନାଥଙ୍କ ସୁନାବେଶର ଏକ ପ୍ରତିକୃତି ନିର୍ମାଣ କରିଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ।

[caption id="attachment_660443" align="aligncenter" width="650"]sand animation ବାଳୁକା କଳାରେ ୩ ଠାକୁରଙ୍କ ପ୍ରତିମୂର୍ତ୍ତି।[/caption]

ସେପଟେ ବାଲୁକା ଆନିମେସନରେ ପ୍ରଭୁ ଜଗନ୍ନାଥ, ଦେବୀ ସୁଭଦ୍ରା ଏବଂ ବଡ ଭାଇ ବଳଭଦ୍ରଙ୍କୁ ସୁନାବେଶରେ ଦର୍ଶାଇଛନ୍ତି ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର ସାହୁ । ଏହାକୁ ତିଆରି କରିବାକୁ ତାଙ୍କୁ ୨ ଘଣ୍ଟା ସମୟ ଲାଗିଥିଲା  । ଏବର୍ଷ ବଡଦାଣ୍ଡରେ ଘର ହୋଇ ମଧ୍ୟ ଠାକୁରଙ୍କୁ ଦେଖିବାରୁ ବଞ୍ଚିତ ହୋଇଥିବାରୁ ନିଜ ବାଲୁକା କଳା ମାଧ୍ୟମରେ ନିଜେ ଦର୍ଶନ କରିବା ସହ ଜଗନ୍ନାଥପ୍ରେମୀଙ୍କୁ  ଶ୍ରୀଜିଉଙ୍କ ସୁନାବେଶର ଦର୍ଶନ କରାଇଛନ୍ତି  ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story