ସୁନ୍ଦରଗଡ଼:ଫଗୁଆପଡ଼ା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୪ମୃତ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା ସଦର ଥାନା ଅନ୍ତର୍ଗତ ଫଗୁଆପଡ଼ା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୪ଜଣ ପ୍ରାଣ ହରାଇଥିବା ବେଳେ ୬ଜଣ ଗୁରୁତର ଆହତ ହୋଇଛନ୍ତି। ଗତକାଲି ରାତିରେ ବୁର୍ଲାରୁ ବନଡେଗାକୁ ଯାଉଥିବା ଏକ ଟାଟା ସୁମୋ ବିପରିତ ଦିଗରୁ ଆସୁଥିବା ଏକ ୧୦ଚକିଆ ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣାରେ ପ୍ରାଣ ହରାଇଥିବା ସମସ୍ତ ୪ଜଣ ଯାକ ଗୋଟିଏ ପରିବାରର। ଦୁର୍ଘଟଣା ପରେ ଟ୍ରକ୍ ଡ୍ରାଇଭର ଏବଂ ହେଲପର ଫେରାର ହୋଇଯାଇଛନ୍ତି। ଜିଲ୍ଲା ମୁଖ୍ୟ […]

firing

Rakesh Mallick
  • Published: Tuesday, 02 June 2015
  • , Updated: 02 June 2015, 01:40 PM IST

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା ସଦର ଥାନା ଅନ୍ତର୍ଗତ ଫଗୁଆପଡ଼ା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୪ଜଣ ପ୍ରାଣ ହରାଇଥିବା ବେଳେ ୬ଜଣ ଗୁରୁତର ଆହତ ହୋଇଛନ୍ତି। ଗତକାଲି ରାତିରେ ବୁର୍ଲାରୁ ବନଡେଗାକୁ ଯାଉଥିବା ଏକ ଟାଟା ସୁମୋ ବିପରିତ ଦିଗରୁ ଆସୁଥିବା ଏକ ୧୦ଚକିଆ ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣାରେ ପ୍ରାଣ ହରାଇଥିବା ସମସ୍ତ ୪ଜଣ ଯାକ ଗୋଟିଏ ପରିବାରର। ଦୁର୍ଘଟଣା ପରେ ଟ୍ରକ୍ ଡ୍ରାଇଭର ଏବଂ ହେଲପର ଫେରାର ହୋଇଯାଇଛନ୍ତି। ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଗୁରୁତର ଆହତଙ୍କୁ ପ୍ରାଥମିକ ଚିକିତ୍ସା ପରେ ବୁର୍ଲା ସ୍ଥାନାନ୍ତର କରାଯାଇଛି

Related story