ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାରେ ଗୋଚର ସରକାରୀ ଜଙ୍ଗଲ ଓ ଆଦିବାସୀଙ୍କ ଜମିକୁ ସରକାର ଶିଳ୍ପପତିଙ୍କ ହାତକୁ ଟେକିଦେଉଥିବା ଅଭିଯୋଗ କରି ଜିଲ୍ଲା ମିଳିତ ଆଦିବାସୀ ମଞ୍ଚ ପକ୍ଷରୁ ଜେଲଭରୋ ଆନ୍ଦୋଳନ ଡାକରା ଦେଇଛନ୍ତି। ବ୍ରାହ୍ମଣୀତରଙ୍ଗ ଥାନା ସରଙ୍ଗରେ ଏକ ଘରୋଇ କମ୍ପାନୀ ତିଆରି କରିଥିବା ପାଚେରୀ ଭାଙ୍ଗିଛନ୍ତି ମଞ୍ଚର ସଦସ୍ୟମାନେ। ଆଇନ୍ ଅମାନ୍ୟ ଅଭିଯୋଗରେ ପୋଲିସ ୨୦ଜଣ ଆନ୍ଦୋଳନକାରୀଙ୍କୁ ଗିରଫ କରିଛି। ବିଧାୟକ ଜର୍ଜ ତୀର୍କୀଙ୍କ ନେତୃତ୍ବରେ ଦିଆଯାଇଥିବା ଏହି ଆନ୍ଦୋଳନକୁ ପ୍ରତିହତ କରିବା ଲାଗି ରାଉରକେଲା ବେଦବ୍ୟାସରେ ୧୪୪ ଧାରା ଜାରି କରାଯାଇଥିବାବେଳେ ୧୫ ପ୍ଲାଟୁନ୍ ଫେ।ର୍ସ ନିୟୋଜିତ ହୋଇଛନ୍ତି। ବେଦବ୍ୟାସ ଛକଠାରୁ ୧୦ କିଲୋମିଟର ପର୍ଯ୍ୟନ୍ତ ଏହି ୧୪୪ ଧାରା ଜାରି କରାଯାଇଛି। ସେଠାରେ ଏବେ ଚାପା ଉତ୍ତେଜନା ଲାଗି ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବ୍ୟବସାୟୀଙ୍କୁ ଦେଖାଇଲେ ବନ୍ଧୁକ, ଲୁଟିନେଲେ ୫ ହଜାର
ଆଜି ଭୋର୍ ୪ଟା ସମୟରେ ସାନ ମୁଣ୍ଡଳୀ ଗାଁର ବସନ୍ତ ଲେଙ୍କା ବ୍ୟବସାୟ ପାଇଁ କଟକ ଯାଉଥିବା ବେଳେ ନରାଜ ଫାୟାରିଂ ରେଞ୍ଜ ନିକଟରେ ଲୁଟର ଶିକାର ହୋଇଛନ୍ତି।
Crime
୧୦ ଘଣ୍ଟା ପରେ ଅପହୃତା ଯୁବତୀ ଉଦ୍ଧାର, ଚାଲିଛି ପଚରାଉଚରା
ଲୁମ୍ବିନୀ ବିହାର ଅଞ୍ଚଳରୁ ଅପହରଣ ହୋଇଥିବା ଯୁବତୀଙ୍କୁ ପ୍ରାୟ ୧୦ ଘଣ୍ଟା ପରେ ଭୁବନେଶ୍ୱର ଭିତରୁ ଉଦ୍ଧାର କରିଛି ପୁଲିସ୍। ଉଦ୍ଧାର ଯୁବତୀଙ୍କୁ ମୈତ୍ରିବିହାର ଥାନାରେ ପଚରାଉଚରା କରାଯାଉଛି।
Miscellaneous
ନୂଆ ବର୍ଷରୁ ନୂଆ ନିୟମ; ଏଣିକି ପ୍ରତି ମାସ ମିଳିବ ରାସନ ସାମଗ୍ରୀ
ପୂର୍ବରୁ ତିନି ମାସରେ ଥରେ ମିଳୁଥିବା ରାସନ ସାମଗ୍ରୀ ଏଣିକି ପ୍ରତିମାସ ମିଳିବ । ଜାନୁୟାରୀ ମାସରୁ ଏହି ନିୟମ ଲାଗୁ କରିବାକୁ ଯାଉଛନ୍ତି ରାଜ୍ୟ ସରକାର।
Crime
ରାଜଧାନୀରେ ଚାଞ୍ଚଲ୍ୟ; ପୁରୁଷ ବନ୍ଧୁଙ୍କୁ ହାଣି ଯୁବତୀଙ୍କୁ ଟେକିନେଲେ
ଯୁବତୀଙ୍କ ପୁରୁଷ ବନ୍ଧୁ ବାରଣ କରିବାରୁ ସେମାନେ ତାଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। ଏହାପରେ ଯୁବତୀଙ୍କୁ ଅପହରଣ କରି ନେଇ ଘଟଣାସ୍ଥଳରୁ ଫେରାର ହୋଇ ଯାଇଥିବା ଅଭିଯୋଗ ହୋଇଛି।
Crime
ମନ୍ଦିର ହୁଣ୍ଡି ଭାଙ୍ଗିଲେ, କଳାକନା ବୁଲାଇଦେଲେ ଲୁଟେରା
ମନ୍ଦିରକୁ ବି ଛାଡ଼ୁ ନାହାନ୍ତି ଲୁଟେରା। ହୁଣ୍ଡି ଭାଙ୍ଗି ଲୁଟିବା ସହ ବୁଲାଇ ଦେଉଛନ୍ତି କଳାକନା।