ବଣାଇ: ମହୁଲ ପଦା ଥାନା ନିକଟରେ ୨ଟି ବାଇକକୁ ବୁଧବାର ସନ୍ଧ୍ୟାରେ ଏକ ଅଜଣା ଗାଡି ଧକ୍କା ଦେବାରୁ ୩ଜଣଙ୍କର ମୃତ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛି। ଗୁରୁତରଙ୍କୁ ବଣାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଖବର ଲେଖାଯିବା ପର୍ଯ୍ୟନ୍ତ ମୃତକ ଓ ଆହତଙ୍କ ପରିଚୟ ମିଳିପାରିନାହିଁ।

bonai