ସରକାରୀ କର୍ମଚାରୀଙ୍କ ‘ରବିବାର’ ଛୁଟି ବାତିଲ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଆଜି ବାତ୍ୟାରେ ପରିଣତ ହୋଇଛି। ଆଉ ବାତ୍ୟାକୁ ଦୃଷ୍ଟିରେ ରଖି ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଏନେଇ ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସ୍‌ଆର୍‌ସି)ଙ୍କ ତରଫରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ଏହି ନିର୍ଦ୍ଦେଶନାମା ଅନୁସାରେ ଆସନ୍ତା ରବିବାର ସାପ୍ତାହିକ ଛୁଟିକୁ ବାତିଲ୍ କରାଯାଇଛି। ସମସ୍ତ କର୍ମଚାରୀଙ୍କୁ ଏହି ଦିନ ନିଜ ନିଜ କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏପରିକି ଛୁଟିରେ ଥିବା କର୍ମଚାରୀଙ୍କୁ ଛୁଟି […]

odisha secretariat

odisha secretariat

Jitendra Garnayak
  • Published: Friday, 03 December 2021
  • Updated: 03 December 2021, 02:52 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଆଜି ବାତ୍ୟାରେ ପରିଣତ ହୋଇଛି। ଆଉ ବାତ୍ୟାକୁ ଦୃଷ୍ଟିରେ ରଖି ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଏନେଇ ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସ୍‌ଆର୍‌ସି)ଙ୍କ ତରଫରୁ ନିର୍ଦ୍ଦେଶନାମା ଜାରି କରାଯାଇଛି।

ଏହି ନିର୍ଦ୍ଦେଶନାମା ଅନୁସାରେ ଆସନ୍ତା ରବିବାର ସାପ୍ତାହିକ ଛୁଟିକୁ ବାତିଲ୍ କରାଯାଇଛି। ସମସ୍ତ କର୍ମଚାରୀଙ୍କୁ ଏହି ଦିନ ନିଜ ନିଜ କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏପରିକି ଛୁଟିରେ ଥିବା କର୍ମଚାରୀଙ୍କୁ ଛୁଟି ବାତିଲ୍ କରି ଫେରିଆସିବାକୁ ନିର୍ଦ୍ଦେଶ ଦିଆଯାଇଛି।

ବଙ୍ଗୋପସାଗରରେ ଥିବା ଗଭୀର ଅବପାତ ଆଜି ପୂର୍ବାହ୍ନରେ ବାତ୍ୟାରେ ପରିଣତ ହୋଇଥିବା ନେଇ ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ଅନ୍ୟପକ୍ଷରେ ଆଇଏମ୍‌ଡିର ସୂଚନା ଆଧାରରେ ଏସ୍‌ଆର୍‌ସି ପ୍ରଦୀପ ଜେନା କହିଛନ୍ତି ଯେ ବାତ୍ୟା ‘ଜୱାଦ’ ପୁରୀ ଜିଲ୍ଲାରେ ଉପକୂଳ ଛୁଇଁପାରେ। ୪ ତାରିଖ ସଂଧ୍ୟାରୁ ୫ ତାରିଖ ସକାଳ ମଧ୍ୟରେ ଏହା ସ୍ଥଳଭାଗ ଛୁଇଁପାରେ। ସ୍ଥଳଭାଗ ଅଳ୍ପ ଛୁଇଁବା ପରେ ପୁଣି ସମୁଦ୍ରକୁ ଚାଲି ଯାଇପାରେ ବାତ୍ୟା। ଯଦି ଅଧିକ ଦିଗ ବଦଳାଏ, ତେବେ ହୁଏତ ସ୍ଥଳଭାଗ ନଛୁଇଁପାରେ। ଏହା ସ୍ଥଳ ଭାଗ ନ ଛୁଇଁ ଓଡ଼ିଶା ଉପକୂଳ ଦେଇ ଚାଲିଯାଇପାରେ। ବାତ୍ୟାର ପ୍ରଭାବ ପୁରୀ, ଗଞ୍ଜାମ, ଜଗତସିଂହପୁର ଓ କେନ୍ଦ୍ରାପଡ଼ାରେ ଅଧିକ ରହିବ ବୋଲି ଏସ୍‌ଆର୍‌ସି କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story