ସୁନ୍ଦରଗଡ: ସୁନ୍ଦରଗଡ଼ ଜିଲ୍ଳା ବଡ଼ଗାଁ ବସ୍ତିରେ ଗୁଳି କରି ଯୁବକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତ ଯୁବକଙ୍କ ନାଁ ଅଞ୍ଜନ ଦାସ। ଗତକାଲି ରାତିରେ ଗୁଳିକାଣ୍ଡ ଘଟିଥିବା ପୋଲିସ କହିଛି। ତେବେ ଗୁଳିକାଣ୍ଡର କାରଣ ଜଣା ପଡ଼ିନାହିଁ। ଘଟଣାସ୍ଥଳରେ ସାଇଣ୍ଟିଫିକ ଟିମ୍ ଏବଂ ଡଗ ସ୍କାର୍ଡ ସହ ବଡ଼ଗାଁ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ହତ୍ୟାକାଣ୍ଡ ହୋଇଥିବା ପୋଲିସ ସନ୍ଦେହ କରୁଛି। ପୂର୍ବରୁ ଅଞ୍ଚନଙ୍କ ନାଁରେ ବଡ଼ଗାଁ ଥାନା ସମେତ ଝାରସୁଗୁଡ଼ା ଥାନାରେ ଅନେକ ଅପରାଧିକ ମାମଲା ରହିଥିବା ପୋଲିସ କହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଖାଦ୍ୟ ଯୋଗାଣ ଅଧିକାରୀଙ୍କ ଘରେ ପଶିଲା ଭିଜିଲାନ୍ସ;୧୧ଟି ସ୍ଥାନରେ ଚଢ଼ାଉ
ସୁରେଶ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା।
Crime
ଅଫିସ୍ରେ ପଶି ଅତିରିକ୍ତ ତହସିଲଦାରଙ୍କୁ ଟଣାଓଟରା କଲେ ମହିଳା
ଜାତିଗତ ପ୍ରମାଣ ପତ୍ର ପାଇନଥିବାରୁ ସିଆର୍ପିଏଫ୍ ଚାକିରି ଆଶାୟୀଙ୍କ ଧୌର୍ଯ୍ୟର ବନ୍ଧ ଭାଙ୍ଗି ଯାଇଥିଲା। ଏହାଛଡ଼ା ନିଜ ସମ୍ପ୍ରଦାୟର ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା।
Crime
ଭିଣୋଇ ଓ ସ୍ୱାମୀଙ୍କ ପରେ ଜେଲ୍ ଗଲେ ସ୍କୁଟି ଦିଦି
ଦୁଇ ବର୍ଷ ତଳେ ପଶ୍ଚିମବଙ୍ଗ ଏସ୍ଟିଏଫ୍ ହାତରେ ଧରା ପଡ଼ିଥିଲେ ରୁକ୍ସାନାଙ୍କ ଭିଣୋଇ ଏସ୍.କେ ରସିଦ। କୋଲକାତାରୁ ତାଙ୍କୁ ଗିରଫ କରିଥିଲା ଏସ୍ଟିଏଫ୍ ଟିମ୍। କାର ସହ ୧୦ ଲକ୍ଷ ଟଙ୍କାର ହେରୋଇନ୍ ତାଙ୍କଠାରୁ ଜବତ କରିଥିଲା।
Crime
କାଫେ ଭିତରେ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ
ଅଭିଯୁକ୍ତମାନେ ଘଟଣା ବେଳର ଦୃଶ୍ୟକୁ ରେକର୍ଡ କରିଥିଲେ ଓ ଭିଡିଓ ବଦଳରେ ପୀଡ଼ିତାଙ୍କ ଠାରୁ ଟଙ୍କା ଆଦାୟ କରିବାକୁ ଚେଷ୍ଟା କରିଥିଲେ।