ଟିକେଟ ହଟଚମଟକୁ ନେଇ ବ୍ରହ୍ମପୁରରେ ତେଜିଲା ବିଦ୍ରୋହ ସ୍ୱର

ବ୍ରହ୍ମପୁର (ଅଶୋକ ବ୍ରହ୍ମା): ଟିକଟ ଘୋଷଣା ପୂର୍ବରୁ ବ୍ରହ୍ମପୁର ବିଜେଡିରେ ବିଦ୍ରୋହର ପଦଧ୍ୱନୀ। ବ୍ରହ୍ମପୁରର ବିଧାୟକ ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକଙ୍କ ଟିକେଟ କଟିବା ଚର୍ଚ୍ଚା ପରେ ବିଜେଡିରେ ଦେଖାଦେଇଛି ତୀବ୍ର ଅସନ୍ତୋଷ। ଏହାକୁ ନେଇ ବ୍ରହ୍ମପୁରରେ ଆଜି ଅପରାହ୍ନରେ ବିଜେଡିର ଏକ କର୍ମୀ ସମ୍ମିଳନୀ ବସିଥିଲା। ଯେଉଁଥିରେ ଚ୍ୟାଉ ପଟ୍ଟନାୟକଙ୍କୁ ଟିକେଟ ଦିଆଯାଉ ବୋଲି ଦାବି କରାଯାଇଥିଲା। ବୈଠକ ପରେ ପୂର୍ବତନ ଜିଲ୍ଲା ବିଜେଡି ସଭାପତି ସୁବାସ ମହାରଣା କହିଛନ୍ତି-“ବିଧାୟକ ଚ୍ୟାଉ ପଟ୍ଟନାୟକଙ୍କୁ ବାରମ୍ବାର ଡାକି […]

chou-pattnik

chou-pattnik

Manoranjan Sial
  • Published: Saturday, 16 March 2019
  • Updated: 16 March 2019, 07:41 PM IST

ବ୍ରହ୍ମପୁର (ଅଶୋକ ବ୍ରହ୍ମା): ଟିକଟ ଘୋଷଣା ପୂର୍ବରୁ ବ୍ରହ୍ମପୁର ବିଜେଡିରେ ବିଦ୍ରୋହର ପଦଧ୍ୱନୀ। ବ୍ରହ୍ମପୁରର ବିଧାୟକ ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକଙ୍କ ଟିକେଟ କଟିବା ଚର୍ଚ୍ଚା ପରେ ବିଜେଡିରେ ଦେଖାଦେଇଛି ତୀବ୍ର ଅସନ୍ତୋଷ। ଏହାକୁ ନେଇ ବ୍ରହ୍ମପୁରରେ ଆଜି ଅପରାହ୍ନରେ ବିଜେଡିର ଏକ କର୍ମୀ ସମ୍ମିଳନୀ ବସିଥିଲା। ଯେଉଁଥିରେ ଚ୍ୟାଉ ପଟ୍ଟନାୟକଙ୍କୁ ଟିକେଟ ଦିଆଯାଉ ବୋଲି ଦାବି କରାଯାଇଥିଲା।

ବୈଠକ ପରେ ପୂର୍ବତନ ଜିଲ୍ଲା ବିଜେଡି ସଭାପତି ସୁବାସ ମହାରଣା କହିଛନ୍ତି-“ବିଧାୟକ ଚ୍ୟାଉ ପଟ୍ଟନାୟକଙ୍କୁ ବାରମ୍ବାର ଡାକି ଅନ୍ୟ ବିକଳ୍ପ କଥା କହୁଛନ୍ତି। ଯେଉଁମାନେ ଅନ୍ୟଦଳରୁ ବିଜେଡିକୁ ଆସିଛନ୍ତି, ସେମାନଙ୍କୁ ଅନ୍ୟତ୍ର ଥଇଥାନ କରାଯାଉ। ଚ୍ୟାଉ ପଟ୍ଟନାୟକଙ୍କୁ ଟିକେଟ ନଦେଲେ ଅସନ୍ତୋଷ ବଢ଼ିବ।”

ସେପଟେ ଚ୍ୟାଉ ପଟ୍ଟନାୟକ କହିଛନ୍ତି,“ଟିକଟକୁ ନେଇ କର୍ମୀ ଓ ସମର୍ଥକଙ୍କ ମଧ୍ୟରେ ଉତ୍କଣ୍ଠା ରହେ। ତେବେ ମୁଁ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଭେଟି ଟିକଟ ପାଇଁ ଅବଗତ କରିଛି।”

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story