ଆନ୍ଦୋଳନକାରୀ ଓକିଲଙ୍କ ରୋଜଗାର ଉତ୍ସ ବନ୍ଦ କରିଦେବାକୁ ଚେତାବନୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଆଇନଜୀବୀଙ୍କ କୋର୍ଟ ବର୍ଜନ ମାମଲାରେ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ। ବୁଧବାର ସୁଦ୍ଧା ଆନ୍ଦୋଳନ ପ୍ରତ୍ୟାହାର ନହେଲେ ବାରକାଉନ୍‌ସିଲ୍ ଅଫ ଇଣ୍ଡିଆରୁ ସଂପୃକ୍ତ ଓକିଲଙ୍କ ଲାଇସେନ୍ସ ସସପେଣ୍ଡ କରାଯିବ ବୋଲି କହିଛନ୍ତି କୋର୍ଟ। ଆନ୍ଦୋଳନକାରୀ ଓକିଲଙ୍କ ରୋଜଗାରର ଉତ୍ସକୁ ବନ୍ଦ କରିଦିଆଯିବ। ଆନ୍ଦୋଳନ ଯୋଗୁ ଲୋକେ ନ୍ୟାୟ ପାଇବାର ବଂଚିତ ହେଉଛନ୍ତି ବୋଲି କୋର୍ଟ ଦର୍ଶାଇଛନ୍ତି। ସୂଚନା ଥାଉକି, ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବାର୍ ଆସୋସିଏସନ୍ ଆନ୍ଦୋଳନ କରି କାର୍ଯ୍ୟରୁ ନିବୃତ୍ତ […]

Supreme-Court

Supreme-Court

Niranjan Mishra
  • Published: Monday, 14 November 2022
  • Updated: 14 November 2022, 05:39 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଆଇନଜୀବୀଙ୍କ କୋର୍ଟ ବର୍ଜନ ମାମଲାରେ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ। ବୁଧବାର ସୁଦ୍ଧା ଆନ୍ଦୋଳନ ପ୍ରତ୍ୟାହାର ନହେଲେ ବାରକାଉନ୍‌ସିଲ୍ ଅଫ ଇଣ୍ଡିଆରୁ ସଂପୃକ୍ତ ଓକିଲଙ୍କ ଲାଇସେନ୍ସ ସସପେଣ୍ଡ କରାଯିବ ବୋଲି କହିଛନ୍ତି କୋର୍ଟ। ଆନ୍ଦୋଳନକାରୀ ଓକିଲଙ୍କ ରୋଜଗାରର ଉତ୍ସକୁ ବନ୍ଦ କରିଦିଆଯିବ। ଆନ୍ଦୋଳନ ଯୋଗୁ ଲୋକେ ନ୍ୟାୟ ପାଇବାର ବଂଚିତ ହେଉଛନ୍ତି ବୋଲି କୋର୍ଟ ଦର୍ଶାଇଛନ୍ତି।

ସୂଚନା ଥାଉକି, ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବାର୍ ଆସୋସିଏସନ୍ ଆନ୍ଦୋଳନ କରି କାର୍ଯ୍ୟରୁ ନିବୃତ୍ତ ହେବା ପ୍ରସଙ୍ଗରେ ସୁପ୍ରିମକୋର୍ଟରେ ଏକ ପିଟିସନ ଦାଖଲ ହୋଇଥିଲା। ଏହି ମାମଲାର ସୁପ୍ରିମକୋର୍ଟ ବାର୍ କାଉନସିଲ୍ ଅଫ୍ ଇଣ୍ଡିଆ, ବାର୍ କାଉନସିଲ୍ ଅଫ ଓଡ଼ିଶା ଏବଂ ଓଡ଼ିଶାର ସମସ୍ତ ଜିଲ୍ଲାର ବାର୍ ଆସୋସିଏସନ୍‌କୁ ବ୍ୟକ୍ତିଗତ ଭାବରେ ସୁପ୍ରିମକୋର୍ଟରେ ହାଜର ହେବାକୁ ନିର୍ଦ୍ଦେଶ ଦେଇଥିଲେ।

ମାମଲାର ଶୁଣାଣି କରି ସୁପ୍ରିମକୋର୍ଟର ଦୁଇଜଣିଆ ଖଣ୍ଡପୀଠ ଏହି ନିର୍ଦ୍ଦେଶ ଦେଇଛନ୍ତି। ଯାହାକୁ ନେଇ ଆଇନ୍‌ଜୀବୀଙ୍କ ଭିତରେ ମିଶ୍ର ପ୍ରତିକ୍ରିୟା ଦେଖିବାକୁ ମିଳିଛି। ତେବେ ଏହି ମାମଲାରେ ବାର୍‌ ଆସୋସିଏସନ୍‌ଗୁଡ଼ିକ କିପରି ପ୍ରତିକ୍ରିୟା ରଖୁଛନ୍ତି ତାହା ଦେଖିବାର କଥା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story