୧୯ରେ ସୁପ୍ରିମକୋର୍ଟରେ ବହୁ ଚର୍ଚ୍ଚିତ ପରୀ ମାମଲାର ଶୁଣାଣି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଓଡ଼ିଶାର ବହୁ ଚର୍ଚ୍ଚିତ ପରୀ ମାମଲାର ଶୁଣାଣି ଏପ୍ରିଲ୍‌ ୧୯ ତାରିଖରେ ସୁପ୍ରିମକୋର୍ଟରେ ହେବ। ରାଜ୍ୟ ସରକାରଙ୍କ ଜବାବ ଦାଖଲ ପରେ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ନେବେ। ମାମଲାର ସିବିଆଇ ତଦନ୍ତ ଦାବି କରି ସୁପ୍ରିମକୋର୍ଟ ଯାଇଥିଲେ ପରୀ ମା’। ଆଜକୁ ୬ ମାସ ତଳେ ୫ ବର୍ଷର ଝିଅ ପରୀକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିଲା। ଏଥିରେ ମନ୍ତ୍ରୀ ଅରୁଣ ସାହୁ ଓ ତାଙ୍କ ସହଯୋଗୀ ବାବୁଲିର ହାତ ଥିବା ‘ପରୀ’ର ବାପା-ମାଆ […]

pari-murder

pari-murder

Manoranjan Sial
  • Published: Monday, 05 April 2021
  • Updated: 05 April 2021, 04:43 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଓଡ଼ିଶାର ବହୁ ଚର୍ଚ୍ଚିତ ପରୀ ମାମଲାର ଶୁଣାଣି ଏପ୍ରିଲ୍‌ ୧୯ ତାରିଖରେ ସୁପ୍ରିମକୋର୍ଟରେ ହେବ। ରାଜ୍ୟ ସରକାରଙ୍କ ଜବାବ ଦାଖଲ ପରେ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ନେବେ। ମାମଲାର ସିବିଆଇ ତଦନ୍ତ ଦାବି କରି ସୁପ୍ରିମକୋର୍ଟ ଯାଇଥିଲେ ପରୀ ମା’।

ଆଜକୁ ୬ ମାସ ତଳେ ୫ ବର୍ଷର ଝିଅ ପରୀକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିଲା। ଏଥିରେ ମନ୍ତ୍ରୀ ଅରୁଣ ସାହୁ ଓ ତାଙ୍କ ସହଯୋଗୀ ବାବୁଲିର ହାତ ଥିବା ‘ପରୀ’ର ବାପା-ମାଆ ଅଭିଯୋଗ କରିଥିଲେ। ପୁଲିସ ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପରିବର୍ତ୍ତେ ‘ପରୀ’ର ବାପା-ମାଆଙ୍କୁ ନାନା ହଇରାଣ କରିଥିଲା।

ପୁଲିସ ପ୍ରଶାସନଠାରୁ ନିରାଶ ହୋଇ ‘ପରୀ’ର ବାପା-ମାଆ ଭୁବନେଶ୍ୱର ଚାଲି ଆସିଥିଲେ। ସେମାନେ ବିଧାନସଭା ସମ୍ମୁଖରେ ଆତ୍ମାହୁତି ଉଦ୍ୟମ କରିଥିଲେ। ମାତ୍ର ସେଠାରେ ଉପସ୍ଥିତ ଥିବା ସୁରକ୍ଷା କର୍ମୀମାନେ ସେମାନଙ୍କୁ ଉଦ୍ଧାର କରିଥିଲା। ଏହାକୁ ନେଇ ବିଧାନସଭା ଭିତରେ ଓ ବାହାରେ ତମ୍ୱି ତୋଫାନ ହୋଇଥିଲା। ସ୍ଥିତି ବାହାରକୁ ଯାଉଥିବା ଦେଖି ରାଜ୍ୟ ସରକାର‌ ଏସ୍‌ଆଇଟି ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ଏସ୍‌ଆଇଟି ତଦନ୍ତ କରି ପରୀ ହତ୍ୟା ମାମଲାରେ ଜଣେ ନାବାଳକକୁ ଗିରଫ କରିଥିଲା। ଏବେ ଅଭିଯୁକ୍ତ ନାବାଳକ ଅନୁଗୋଳ ସୁଧାର ଗୃହରେ ରହିଛି। ମାମଲା ଏବେ ବିଚାରାଧୀନ ରହିଛି।

ସେପଟେ ଏସ୍‌ଆଇଟିର ତଦନ୍ତ ପ୍ରକ୍ରିୟାକୁ ନେଇ ପ୍ରଶ୍ନ ଉଠାଇଛନ୍ତି ପରୀ ମାଆ-ବାପା। ଏସ୍‌ଆଇଟି ବଦଳରେ ସିବିଆଇ ତଦନ୍ତ କରିବା ଦାବି ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ପରୀର ମାଆ। କୋର୍ଟ ମାମଲାକୁ ଗୁରୁତର ସହ ନେଇ ୪ ସପ୍ତାହ ମଧ୍ୟରେ ସତ୍ୟପାଠ ଦାଖଲ କରିବାକୁ ରାଜ୍ୟ ସରକାରକୁ ମହଲତ ଦେଇଥିଲେ। ଚାରି ସପ୍ତାହ ମଧ୍ୟରେ ସବୁ ତଥ୍ୟ ଦେବାକୁ ରାଜ୍ୟ ସରକାରଙ୍କୁ କୋର୍ଟ କହିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story