ଭୁବନେଶ୍ୱର:(ଓଡ଼ିଶା ରିପୋର୍ଟର): କରୋନା ସଂକ୍ରମିତ ରାଜ୍ୟରୁ ଆସୁଛନ୍ତି ପ୍ରବାସୀ ଓଡ଼ିଆ। ଆଉ ଏଥିପାଇଁ ରାଜ୍ୟରେ ସ୍ଥିତି ଭୟାନକ ହେଉଛି। ବର୍ତ୍ତମାନ ସୁଦ୍ଧା ଅଧିକ ସଂଖ୍ୟାରେ ଟେଷ୍ଟ କରିବା ପାଇଁ ବ୍ୟବସ୍ଥା କରାଗଲା ନାହିଁ, ବାରମ୍ବାର ଦାବି କରିବା ସତ୍ୱେ କିଛି ପଦକ୍ଷେପ ସରକାର ନେଇ ନାହାନ୍ତି ବୋଲି କ୍ଷୁବ୍ଧ ହୋଇ କହିଛନ୍ତି ବରିଷ୍ଠ କଂଗ୍ରେସ ବିଧାୟକ ସୁରେଶ ରାଉତରାୟ।
ସେମାନେ ଆସିବା ପରେ ସ୍ଥିତି ସଙ୍ଗୀନ ହେଉଥିବାରୁ ସେମାନଙ୍କୁ କଳିଙ୍ଗ ଷ୍ଟାଡିଅମରେ ସରକାର ରଖନ୍ତୁ ବୋଲି କହିଛନ୍ତି ସୁରେଶ ରାଉତରାୟ।
ଯଦି ଆଗକୁ ଆଉ ଅନ୍ୟ ଟ୍ରେନ ଯୋଗେ ଲୋକମାନେ ଜଟଣୀରେ ଓହ୍ଲେଇଲେ ତାକୁ ବିରୋଧ କରିବେ ବୋଲି କହିଛନ୍ତି ସୁରେଶ। ଆବଶ୍ୟକ ପଡ଼ିଲେ ରେଳ ଲାଇନ ଉପରେ ଧାରଣା ଦେବାକୁ ବି ଚେତାବନୀ ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ରାତ୍ର ଭୋଜନ ପରେ ମିଠା ଖାଉଛନ୍ତି କି ? ହୋଇଯାଆନ୍ତୁ ସାବଧାନ
ରାତ୍ର ଭୋଜନ ପରେ ମିଠାଖାଇବା ଦ୍ୱାରା ହୃଦଘାତ ହେବାର ସମ୍ଭାବନା ରହିଛି।
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
କ୍ୟାନ୍ସର ପାଇଁ ଆସିଲା ଟିକା, ନୂଆବର୍ଷରୁ ମାଗଣା ମିଳିବ
ନୂଆବର୍ଷରୁ ଏହା ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ। ତେବେ ଏହି ଟିକାର ନା' କ'ଣ ରହିଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।