ପ୍ରବାସୀ ଓଡ଼ିଆଙ୍କୁ କଳିଙ୍ଗ ଷ୍ଟାଡିୟମରେ ରଖିବାକୁ ପ୍ରସ୍ତାବ ଦେଲେ ସୁର

ଭୁବନେଶ୍ୱର:(ଓଡ଼ିଶା ରିପୋର୍ଟର): କରୋନା ସଂକ୍ରମିତ ରାଜ୍ୟରୁ ଆସୁଛନ୍ତି ପ୍ରବାସୀ ଓଡ଼ିଆ। ଆଉ ଏଥିପାଇଁ ରାଜ୍ୟରେ ସ୍ଥିତି ଭୟାନକ ହେଉଛି। ବର୍ତ୍ତମାନ ସୁଦ୍ଧା ଅଧିକ ସଂଖ୍ୟାରେ ଟେଷ୍ଟ କରିବା ପାଇଁ ବ୍ୟବସ୍ଥା କରାଗଲା ନାହିଁ, ବାରମ୍ବାର ଦାବି କରିବା ସତ୍ୱେ କିଛି ପଦକ୍ଷେପ ସରକାର ନେଇ ନାହାନ୍ତି ବୋଲି କ୍ଷୁବ୍ଧ ହୋଇ କହିଛନ୍ତି ବରିଷ୍ଠ କଂଗ୍ରେସ ବିଧାୟକ ସୁରେଶ ରାଉତରାୟ। ସେମାନେ ଆସିବା ପରେ ସ୍ଥିତି ସଙ୍ଗୀନ ହେଉଥିବାରୁ ସେମାନଙ୍କୁ  କଳିଙ୍ଗ ଷ୍ଟାଡିଅମରେ ସରକାର ରଖନ୍ତୁ ବୋଲି କହିଛନ୍ତି […]

7890

7890

Tapas Behera
  • Published: Sunday, 10 May 2020
  • Updated: 10 May 2020, 05:01 PM IST

Sports

Latest News

ଭୁବନେଶ୍ୱର:(ଓଡ଼ିଶା ରିପୋର୍ଟର): କରୋନା ସଂକ୍ରମିତ ରାଜ୍ୟରୁ ଆସୁଛନ୍ତି ପ୍ରବାସୀ ଓଡ଼ିଆ। ଆଉ ଏଥିପାଇଁ ରାଜ୍ୟରେ ସ୍ଥିତି ଭୟାନକ ହେଉଛି। ବର୍ତ୍ତମାନ ସୁଦ୍ଧା ଅଧିକ ସଂଖ୍ୟାରେ ଟେଷ୍ଟ କରିବା ପାଇଁ ବ୍ୟବସ୍ଥା କରାଗଲା ନାହିଁ, ବାରମ୍ବାର ଦାବି କରିବା ସତ୍ୱେ କିଛି ପଦକ୍ଷେପ ସରକାର ନେଇ ନାହାନ୍ତି ବୋଲି କ୍ଷୁବ୍ଧ ହୋଇ କହିଛନ୍ତି ବରିଷ୍ଠ କଂଗ୍ରେସ ବିଧାୟକ ସୁରେଶ ରାଉତରାୟ।

ସେମାନେ ଆସିବା ପରେ ସ୍ଥିତି ସଙ୍ଗୀନ ହେଉଥିବାରୁ ସେମାନଙ୍କୁ  କଳିଙ୍ଗ ଷ୍ଟାଡିଅମରେ ସରକାର ରଖନ୍ତୁ ବୋଲି କହିଛନ୍ତି ସୁରେଶ ରାଉତରାୟ।

ଯଦି ଆଗକୁ ଆଉ ଅନ୍ୟ ଟ୍ରେନ ଯୋଗେ ଲୋକମାନେ ଜଟଣୀରେ ଓହ୍ଲେଇଲେ ତାକୁ ବିରୋଧ କରିବେ ବୋଲି କହିଛନ୍ତି ସୁରେଶ। ଆବଶ୍ୟକ ପଡ଼ିଲେ ରେଳ ଲାଇନ ଉପରେ ଧାରଣା ଦେବାକୁ ବି ଚେତାବନୀ ଦେଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos