ସୁରେଶ ମୁଖ୍ୟ ଶାସନ ସଚିବ ନିଯୁକ୍ତ, ଅସିତଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବରିଷ୍ଠ ଆଇଏଏସ୍ ଅଫିସର ସୁରେଶ ମହାପାତ୍ର ହେଲେ ନୂଆ ମୁଖ୍ୟ ଶାସନ ସଚିବ। ମୁଖ୍ୟ ଶାସନ ସଚିବ ଅସିତ୍ ତ୍ରିପାଠୀ ଡିସେମ୍ବର ୩୧ ତାରିଖରେ ଅବସର ନେବେ। ସେହିଦିନ ଅପରାହ୍ନରେ ସୁରେଶ ମହାପାତ୍ର ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ନେବେ। ଅନ୍ୟପକ୍ଷରେ ଅବସର ପରେ ନୂଆ ଦାୟିତ୍ୱ ଗ୍ରହଣ କରିବେ ଅସିତ ତ୍ରିପାଠୀ। ସରକାର ତାଙ୍କୁ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି। ଏହା ସହିତ […]

chies-sec

chies-sec

Jitendra Garnayak
  • Published: Friday, 25 December 2020
  • Updated: 25 December 2020, 02:21 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବରିଷ୍ଠ ଆଇଏଏସ୍ ଅଫିସର ସୁରେଶ ମହାପାତ୍ର ହେଲେ ନୂଆ ମୁଖ୍ୟ ଶାସନ ସଚିବ। ମୁଖ୍ୟ ଶାସନ ସଚିବ ଅସିତ୍ ତ୍ରିପାଠୀ ଡିସେମ୍ବର ୩୧ ତାରିଖରେ ଅବସର ନେବେ। ସେହିଦିନ ଅପରାହ୍ନରେ ସୁରେଶ ମହାପାତ୍ର ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ନେବେ।

ଅନ୍ୟପକ୍ଷରେ ଅବସର ପରେ ନୂଆ ଦାୟିତ୍ୱ ଗ୍ରହଣ କରିବେ ଅସିତ ତ୍ରିପାଠୀ। ସରକାର ତାଙ୍କୁ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି। ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ଭାବେ ମଧ୍ୟ ସେ କାର୍ଯ୍ୟ କରିବେ। ଆଞ୍ଚଳିକ ବିକାଶ, ପର୍ଯ୍ୟଟନ, କୃଷି ବ୍ୟବସାୟ ଓ ଶିଳ୍ପ କ୍ଷେତ୍ରରେ ସେ ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ଭାବେ କାର୍ଯ୍ୟ କରିବେ।

ସୂଚନାଯୋଗ୍ୟ, ଅବସର ପରେ ଶ୍ରୀ ତ୍ରିପାଠୀ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ନିଯୁକ୍ତ ହେବେ ବୋଲି ପ୍ରଥମେ ‘ଓଡ଼ିଶା ରିପୋର୍ଟର’ ଆକଳନ କରିଥିଲା।

ସେହିପରି ବରିଷ୍ଠ ଆଇଏଏସ୍‌ ପ୍ରଦୀପ ଜେନାଙ୍କୁ ଉନ୍ନୟନ କମିଶନର ଭାବେ ନିଯୁକ୍ତି ଦିଆଯାଇଛି। ବରିଷ୍ଠତା ଭିତ୍ତିରେ ଚାରି ଜଣ ଆଇଏଏସ୍‌ଙ୍କୁ ପଛରେ ପକାଇ ତାଙ୍କୁ ଏହି ପଦରେ ନିଯୁକ୍ତି ଦିଆଯାଇଛି।

ସୂଚନାଯୋଗ୍ୟ, ସୁରେଶ ଚନ୍ଦ୍ର ମହାପାତ୍ର ହେଉଛନ୍ତି ୧୯୮୬ ବ୍ୟାଚ୍‌ ଆଇଏଏସ୍‌ ଅଧିକାରୀ। ସେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପଦପଦବୀରେ କାର୍ଯ୍ୟ କରିଛନ୍ତି। ଶ୍ରୀ ମହାପାତ୍ର ଉନ୍ନୟନ କମିଶନର ଭାବେ କାର୍ଯ୍ୟ କରିଛନ୍ତି। ବହୁ ସମୟ ଧରି ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ଦାୟିତ୍ୱ ତୁଲାଇଛନ୍ତି। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଭାବେ କାର୍ଯ୍ୟ କରିଛନ୍ତି। ସେହିଭଳି ସ୍ପେଶାଲ ରିଲିଫ୍ କମିଶନର ଓ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦାୟିତ୍ୱ ନେଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story