ଭଦ୍ରକରେ ଡ୍ରୋନ୍ ଯୋଗେ ଆରମ୍ଭ ହେଲା ସର୍ଭେଲାନ୍ସ

ଭଦ୍ରକ(ପାର୍ଥ ସାରଥୀ ନାୟକ): ଭଦ୍ରକ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୯ରେ ପହଞ୍ଚିବା ପରେ ତତ୍ପର ହୋଇ ଉଠିଛି ଜିଲ୍ଲା ପ୍ରଶାସନ। କରୋନା ମୁକାବିଲା ପାଇଁ ପ୍ରଶାସନ ପକ୍ଷରୁ ୨୧ଟି ପଞ୍ଚାୟତକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି। ସେହିପରି ୩୨ଟି ପଞ୍ଚାୟତକୁ ସର୍ଭେଲାନ୍ସରେ ରଖାଯାଇଛି । ଆଜିଠୁ ଜିଲ୍ଲାରେ ପ୍ରଥମ ଥର ଲାଗି ଆରମ୍ଭ ହୋଇଛି ଡ୍ରୋନ୍ ଯୋଗେ ସର୍ଭେଲାନ୍ସ କାମ । ଏଥିସହ କୋଲକାତା ଫେରନ୍ତାଙ୍କ ଉପରେ ମଧ୍ୟ ଜିଲ୍ଲା ପ୍ରଶାସନ ସ୍ୱତନ୍ତ୍ର ଭାବେ ନଜର […]

bhadrak000

bhadrak000

Niharika Rout
  • Published: Wednesday, 29 April 2020
  • Updated: 29 April 2020, 02:21 PM IST

Sports

Latest News

ଭଦ୍ରକ(ପାର୍ଥ ସାରଥୀ ନାୟକ): ଭଦ୍ରକ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୯ରେ ପହଞ୍ଚିବା ପରେ ତତ୍ପର ହୋଇ ଉଠିଛି ଜିଲ୍ଲା ପ୍ରଶାସନ। କରୋନା ମୁକାବିଲା ପାଇଁ ପ୍ରଶାସନ ପକ୍ଷରୁ ୨୧ଟି ପଞ୍ଚାୟତକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି। ସେହିପରି ୩୨ଟି ପଞ୍ଚାୟତକୁ ସର୍ଭେଲାନ୍ସରେ ରଖାଯାଇଛି ।

ଆଜିଠୁ ଜିଲ୍ଲାରେ ପ୍ରଥମ ଥର ଲାଗି ଆରମ୍ଭ ହୋଇଛି ଡ୍ରୋନ୍ ଯୋଗେ ସର୍ଭେଲାନ୍ସ କାମ । ଏଥିସହ କୋଲକାତା ଫେରନ୍ତାଙ୍କ ଉପରେ ମଧ୍ୟ ଜିଲ୍ଲା ପ୍ରଶାସନ ସ୍ୱତନ୍ତ୍ର ଭାବେ ନଜର ରଖିଛି । ପ୍ରଥମ ଥର ଲାଗି ଭଣ୍ଡାରୀପୋଖରୀ ତେସିଙ୍ଗା ପଞ୍ଚାୟତରେ ଆରମ୍ଭ ହୋଇଛି ଡ୍ରୋନ୍ ଯୋଗେ ସର୍ଭେଲାନ୍ସ କାମ ।

ସୂଚନାଯୋଗ୍ୟ ସମଗ୍ର ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୨ରେ ପହଞ୍ଚିଥିବା ବେଳେ ଆଜି ୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା, ପ୍ରଥମ ଥର ପାଇଁ କେନ୍ଦୁଝର, ଦେବଗଡ଼ ଓ ଝାରସୁଗୁଡ଼ାରେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ସବୁ ଜିଲ୍ଲାର ଆକ୍ରାନ୍ତଙ୍କର କୋଲକତା ଲିଙ୍କ ଥିବା ଜଣାପଡ଼ିଛି। ଯାହାକି ଜିଲ୍ଲା ପ୍ରଶାସନକୁ ଚିନ୍ତାରେ ପକାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story