ସୁଶାନ୍ତ ମହାନ୍ତି ଇଷ୍ଟେଟ୍ ନିର୍ଦ୍ଦେଶକ, ଇନ୍ଦ୍ରମଣି ତ୍ରିପାଠୀ ଆଇଆଣ୍ଡପିଆର ନିର୍ଦ୍ଦେଶକ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାର ଆଜି ପ୍ରଶାସନିକସ୍ତରରେ ଅଦଳବଦଳ କରିଛନ୍ତି । ୨୦୧୦ ବ୍ୟାଚ୍ ଆଇଏଏସ୍ ସୁଶାନ୍ତ କୁମାର ମହାନ୍ତିଙ୍କୁ ଇଷ୍ଟେଟ୍ ନିର୍ଦ୍ଦେଶକ ଭାବେ ବଦଳି କରିଥିବାବେଳେ ବରିଷ୍ଠ ଓଏଏସ୍ ଇନ୍ଦ୍ରମଣି ତ୍ରିପାଠୀଙ୍କୁ ସୂଚନା ଓ ଲୋକସମ୍ପର୍କ(ଆଇଆଣ୍ଡପିଆର) ନିର୍ଦ୍ଦେଶକ ଭାବେ ବଦଳି କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ୨୦୧୦ ବ୍ୟାଚ୍ ଆଇଏଏସ୍ ଶଶୀଧର ନାୟକଙ୍କୁ ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି। ସେ କଟକସ୍ଥିତ […]

lokseva-bhawan-1

lokseva-bhawan-1

Ordigital Desk
  • Published: Tuesday, 01 June 2021
  • Updated: 01 June 2021, 10:46 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାର ଆଜି ପ୍ରଶାସନିକସ୍ତରରେ ଅଦଳବଦଳ କରିଛନ୍ତି । ୨୦୧୦ ବ୍ୟାଚ୍ ଆଇଏଏସ୍ ସୁଶାନ୍ତ କୁମାର ମହାନ୍ତିଙ୍କୁ ଇଷ୍ଟେଟ୍ ନିର୍ଦ୍ଦେଶକ ଭାବେ ବଦଳି କରିଥିବାବେଳେ ବରିଷ୍ଠ ଓଏଏସ୍ ଇନ୍ଦ୍ରମଣି ତ୍ରିପାଠୀଙ୍କୁ ସୂଚନା ଓ ଲୋକସମ୍ପର୍କ(ଆଇଆଣ୍ଡପିଆର) ନିର୍ଦ୍ଦେଶକ ଭାବେ ବଦଳି କରିଛନ୍ତି।

ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ୨୦୧୦ ବ୍ୟାଚ୍ ଆଇଏଏସ୍ ଶଶୀଧର ନାୟକଙ୍କୁ ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି। ସେ କଟକସ୍ଥିତ ଜମି ରେକର୍ଡ ଓ ସର୍ଭେ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଥିଲେ। ସେହିପରି ଶିଳ୍ପ ବିଭାଗର ଅତିରିକ୍ତ ସଚିବ ଓ ଇଡକୋ ଚିଫ୍ ଜେନେରାଲ ମ୍ୟାନେଜର(ଲ୍ୟାଣ୍ଡ) ଭାବେ କାର୍ଯ୍ୟ କରୁଥିବା ଆଇଏଏସ୍ ସୁଶାନ୍ତ କୁମାର ମହାନ୍ତିଙ୍କୁ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ତଥା ଇଷ୍ଟେଟ୍ ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି।

ସେହିପରି ସାଧାରଣ ପ୍ରଶାସନ ବିଭାଗ ଅତିରିକ୍ତ ସଚିବ ବରିଷ୍ଠ ଓଏଏସ୍ ଇନ୍ଦ୍ରମଣି ତ୍ରିପାଠୀଙ୍କୁ ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି। ସେହିପରି ଜେଲ ବିଭାଗର ଅତିରିକ୍ତ ଆଇଜି ବରିଷ୍ଠ ଓଏଏସ୍ ତୁଷାରକାନ୍ତ ମହାନ୍ତିଙ୍କୁ କଟକସ୍ଥିତ ଜମି ରେକର୍ଡ ଓ ସର୍ଭେ ନିର୍ଦ୍ଦେଶକ, ଓଏଏସ୍ ମନୋଜ କୁମାର ମହାନ୍ତିଙ୍କୁ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ, ଓଏଏସ୍ ବିଜୟ କୁମାର ଦାଶଙ୍କୁ ଇଡକୋ ଚିଫ୍ ଜେନେରାଲ ମ୍ୟାନେଜର(ଲ୍ୟାଣ୍ଡ), ଓଏଏସ୍ ରତ୍ନାକର ସାହୁଙ୍କୁ ନବରଙ୍ଗପୁର ଅତିରିକ୍ତ ଜିଲ୍ଲାପାଳ ଭାବେ ବଦଳି କରାଯାଇଛି।

ସେହିପରି ପୁରୀ ମ୍ୟୁନିସପାଲଟିର ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ବରିଷ୍ଠ ଓଏଏସ୍ ସରୋଜ କୁମାର ସ୍ୱାଇଁଙ୍କ ପୁରୀ ଉପଜିଲ୍ଲାପାଳ ଭାବେ ବଦଳିକୁ ବାତିଲ କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story