ସୁନ୍ଦରଗଡ଼ରେ କରୋନା ସନ୍ଦିଗ୍ଧ

ସୁନ୍ଦରଗଡ଼(ଓଡ଼ିଶା ରିପୋର୍ଟର): ସୁନ୍ଦରଗଡ଼ ଜିଲ୍ଲା ହେମଗିରି ଅଞ୍ଚଳର ଜଣେ ଯୁବକ କରୋନାରେ ଆକ୍ରାନ୍ତ ହୋଇଥିବା ସନ୍ଦେହ କରାଯାଉଛି। ସଂପୃକ୍ତ ଯୁବକଙ୍କୁ ସନ୍ଦେହରେ ସମ୍ବଲପୁର ବୁର୍ଲା ବଡ଼ମେଡ଼ିକାଲ୍‌ର ସ୍ୱତନ୍ତ୍ର ୱାର୍ଡରେ ଭର୍ତ୍ତି କରାଯାଇଛି। ହେମଗିରି ଅଞ୍ଚଳର ସଂପୃକ୍ତ ଯୁବକ ଦକ୍ଷିଣ କୋରିଆରେ ଚାକିରି କରୁଥିଲେ। ଗତ ୨୨ ତାରିଖରେ ସେ ଦକ୍ଷିଣ କୋରିଆରୁ ହେମଗିରି ଅଞ୍ଚଳର ନିଜ ଗାଁକୁ ଫେରିଥିଲେ। ତାପରଠୁ ସର୍ଦ୍ଦି, କାଶ ସହ ଜ୍ୱର ଲାଗିରହିଥିବାରୁ କରୋନାରେ ସେ ଆକ୍ରାନ୍ତ ହୋଇଥିବା ଆଶଙ୍କା କରାଯାଉଛି । […]

corona-2--1

corona-2--1

Niharika Rout
  • Published: Wednesday, 26 February 2020
  • Updated: 26 February 2020, 07:40 AM IST

Sports

Latest News

ସୁନ୍ଦରଗଡ଼(ଓଡ଼ିଶା ରିପୋର୍ଟର): ସୁନ୍ଦରଗଡ଼ ଜିଲ୍ଲା ହେମଗିରି ଅଞ୍ଚଳର ଜଣେ ଯୁବକ କରୋନାରେ ଆକ୍ରାନ୍ତ ହୋଇଥିବା ସନ୍ଦେହ କରାଯାଉଛି। ସଂପୃକ୍ତ ଯୁବକଙ୍କୁ ସନ୍ଦେହରେ ସମ୍ବଲପୁର ବୁର୍ଲା ବଡ଼ମେଡ଼ିକାଲ୍‌ର ସ୍ୱତନ୍ତ୍ର ୱାର୍ଡରେ ଭର୍ତ୍ତି କରାଯାଇଛି।

ହେମଗିରି ଅଞ୍ଚଳର ସଂପୃକ୍ତ ଯୁବକ ଦକ୍ଷିଣ କୋରିଆରେ ଚାକିରି କରୁଥିଲେ। ଗତ ୨୨ ତାରିଖରେ ସେ ଦକ୍ଷିଣ କୋରିଆରୁ ହେମଗିରି ଅଞ୍ଚଳର ନିଜ ଗାଁକୁ ଫେରିଥିଲେ। ତାପରଠୁ ସର୍ଦ୍ଦି, କାଶ ସହ ଜ୍ୱର ଲାଗିରହିଥିବାରୁ କରୋନାରେ ସେ ଆକ୍ରାନ୍ତ ହୋଇଥିବା ଆଶଙ୍କା କରାଯାଉଛି । ତାଙ୍କୁ ବର୍ତ୍ତମାନ ବୁର୍ଲା ବଡ଼ମେଡ଼ିକାଲ୍‌ର କରୋନା ୱାର୍ଡରେ ଭର୍ତ୍ତି କରାଯାଇଛି। ଆଜି ତାଙ୍କ ନମୂନା ସଂଗ୍ରହ କରି ଭୁବନେଶ୍ୱର ପଠାଯିବ ବୋଲି ସୂଚନା ମିଳିଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story