ସୁନ୍ଦରଗଡ଼(ଓଡ଼ିଶା ରିପୋର୍ଟର): ସୁନ୍ଦରଗଡ଼ ଜିଲ୍ଲା ହେମଗିରି ଅଞ୍ଚଳର ଜଣେ ଯୁବକ କରୋନାରେ ଆକ୍ରାନ୍ତ ହୋଇଥିବା ସନ୍ଦେହ କରାଯାଉଛି। ସଂପୃକ୍ତ ଯୁବକଙ୍କୁ ସନ୍ଦେହରେ ସମ୍ବଲପୁର ବୁର୍ଲା ବଡ଼ମେଡ଼ିକାଲ୍ର ସ୍ୱତନ୍ତ୍ର ୱାର୍ଡରେ ଭର୍ତ୍ତି କରାଯାଇଛି।
ହେମଗିରି ଅଞ୍ଚଳର ସଂପୃକ୍ତ ଯୁବକ ଦକ୍ଷିଣ କୋରିଆରେ ଚାକିରି କରୁଥିଲେ। ଗତ ୨୨ ତାରିଖରେ ସେ ଦକ୍ଷିଣ କୋରିଆରୁ ହେମଗିରି ଅଞ୍ଚଳର ନିଜ ଗାଁକୁ ଫେରିଥିଲେ। ତାପରଠୁ ସର୍ଦ୍ଦି, କାଶ ସହ ଜ୍ୱର ଲାଗିରହିଥିବାରୁ କରୋନାରେ ସେ ଆକ୍ରାନ୍ତ ହୋଇଥିବା ଆଶଙ୍କା କରାଯାଉଛି । ତାଙ୍କୁ ବର୍ତ୍ତମାନ ବୁର୍ଲା ବଡ଼ମେଡ଼ିକାଲ୍ର କରୋନା ୱାର୍ଡରେ ଭର୍ତ୍ତି କରାଯାଇଛି। ଆଜି ତାଙ୍କ ନମୂନା ସଂଗ୍ରହ କରି ଭୁବନେଶ୍ୱର ପଠାଯିବ ବୋଲି ସୂଚନା ମିଳିଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଅଟୋକୁ ଧକ୍କା ଦେଲା ବିଧାୟକଙ୍କ ଗାଡ଼ି; ୪ ଆହତ
ଦୁର୍ଘଟଣା ନେଇ ବିଧାୟକଙ୍କର କୌଣସି ପ୍ରତିକ୍ରିୟା ମିଳିନାହିଁ।
Crime
ତୁଚ୍ଛ ହେଲା ରକ୍ତ ସମ୍ପର୍କ; ବଡ଼ ଭାଇର ଜୀବନ ନେଲା ସାନ ଭାଇ
ରବିବାର ବିଳମ୍ବିତ ରାତିରେ କୌଣସି କଥାକୁ ନେଇ ସୁନିଲ ଓ ସୁଶିଲଙ୍କ ମଧ୍ୟରେ ବଚସା ହୋଇଥିଲା ।
Accident
କଲଭର୍ଟରେ ପିଟି ହୋଇ ଓଲଟିଲା ପିଆଜ ବୋଝେଇ ପିକ୍ଅପ୍ ଭ୍ୟାନ୍; ୨ ଗୁରୁତର
ଆଜି ସକାଳେ ପିଆଜ ବୋଝେଇ ପିକ୍ଅପ୍ ଭ୍ୟାନ୍ଟି ବିନିକାରୁ ସୋନପୁର ଅଭିମୁଖେ ଯାଉଥିଲା।
Entertainment
ମହଙ୍ଗା ପଡ଼ିଲା ବିନା ହେଲମେଟରେ ରିଲ୍ସ; ରାନୀ ପ୍ରିୟଦର୍ଶିନୀଙ୍କ ଗାଡ଼ି ଜବତ
ବିନା ହେଲମେଟରେ ସ୍କୁଟି ଚଳାଇ ରିଲ୍ସ କରି ସୋଶାଲ ମିଡିଆରେ ପୋଷ୍ଟ କରିଥିଲେ ରାନୀ ପ୍ରିୟଦର୍ଶିନୀ।
Weather
ଆଜି ଅବପାତରେ ପରିଣତ ହେବ ଲଘୁଚାପ;୨୭ରୁ ବର୍ଷିବ
୨୭ରୁ ୨୯ ତାରିଖ ଯାଏ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।