ରାୟଗଡା: ବଂଶଧାରା-ଘୁମୁସର ନାଗାବଳୀ ଡିଭିଜନାଲ ମାଓ କମିଟି ଆସନ୍ତାକାଲି ସ୍ୱାଧୀନତା ଦିବସକୁ କଳା ଦିବସ ଭାବେ ପାଳନ କରିବ ବୋଲି ଘୋଷଣା କରିଛି। ମାଦାଗୁଡା ଜଙ୍ଗଲରେ ମିଥ୍ୟା ଏନକାଉଣ୍ଟର ଦ୍ୱାରା ଦମ୍ପତିଙ୍କ ହତ୍ୟା, କମ୍ୱିଂ ଅପରେସନକୁ ତୁରନ୍ତ ବନ୍ଦ କରିବା, ଆନ୍ଧ୍ର ଓ ଛତିଶଗଡ ମାଓବାଦୀଙ୍କ ବାହାନା ଦେଖାଇ ଲୋକଙ୍କ ଉପରେ କରାଯାଉଥିବା ଦମନ ଏବଂ ଅର୍ଦ୍ଧ ସାମରିକ ଯବାନଙ୍କ କ୍ୟାମ୍ପ୍ ବୃଦ୍ଧିକୁ ବନ୍ଦ କରିବା ଦାବିରେ ସ୍ୱାଧୀନତା ଦିବସକୁ ସେମାନେ କଳା ଦିବସ ଭାବେ ପାଳନ କରିବାକୁ ଘଷୋଣା କରିଛନ୍ତି। ରାୟଗଡା, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଆସନ୍ତକାଲି କଳା ଦିବସ ପାଳନ କରାଯିବ ବୋଲି ସଙ୍ଗଠନ କହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
୮ ବର୍ଷ ତଳେ ଗିରଫ ହୋଇଥିଲେ, ତଥାପି ସୁଧୁରିଲେନି; ପୁଣି ଲାଞ୍ଚ ନେଇ ବନ୍ଧା ହେଲେ
ଲାଞ୍ଚ ନେଇ ଧରାପଡ଼ିବା ପରେ ଏଆରଆଇ ଶ୍ରୀ ବେହେରାଙ୍କ ଦୁଇଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା।
Crime
ମିଛ ଚିଠି ଦେଖାଇଥିଲେ, ଭାଙ୍ଗିପାରେ ବୈକୁଣ୍ଠଧାମ ଆଶ୍ରମ
ଭୁବନେଶ୍ୱର ଘାଟିକିଆ ମୌଜାର ଖାତା ନଂ 2333ର ପ୍ଲଟ ନଂ 1215 ଉପରେଥିବା ବୈକୁଣ୍ଠ ଧାମ ଆଶ୍ରମର ନିର୍ମାଣ ହୋଇଛି। ଏହା ଉପରେ କୌଣସି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ ନକରିବାକୁ ଗତ ନଭେମ୍ବର ମାସ 21 ତାରିଖରେ ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଜାରୀ କରିଥିଲେ।
Miscellaneous
ରୁଷରେ ଶାନ୍ତିର ବାର୍ତ୍ତା ପ୍ରଚାର କରୁଛନ୍ତି ବିକେ ସୁଧାରାଣୀ; ସମ୍ମାନିତ କଲେ ରାଷ୍ଟ୍ରପତି
ପ୍ରଧାନମନ୍ତ୍ରୀଙ୍କ ଟାକ୍ସ ‘ପରବର୍ତ୍ତୀ ସମୟରେ ଆଉ ୫ ଜଣଙ୍କୁ ସାଥୀରେ ଆଣିବାକୁ’ ନେଇ ବିକେ ସୁଧାରାଣୀ ଗୁପ୍ତା କହିଛନ୍ତି, ନିଶ୍ଚିତ ଭାବେ ପରବର୍ତ୍ତୀ ପ୍ରବାସୀ ଭାରତୀୟ ଦିବସରେ ଆମେ ଆଉ ୫ ଜଣଙ୍କୁ ସାଥୀରେ ଧରି ଆସିବୁ।
Miscellaneous
ଓଡ଼ିଆ ଝିଅ, ଇଂଲଣ୍ଡରେ ଗଢିଛନ୍ତି ଜଗନ୍ନାଥ ମନ୍ଦିର
୨୦୨୧ ମସିହାରେ ମହାପ୍ରଭୁଙ୍କ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା କରିଛୁ। ରୀତିନୀତି ଅନୁସାରେ ମହାପ୍ରଭୁଙ୍କ ପୂଜା ନୀତି ସମ୍ପନ୍ନ ହେଉଛି। ଦୂର ଦୂରାନ୍ତ ଶ୍ରାଦ୍ଧାଳୁମାନେ ଆସୁଛନ୍ତି। ପ୍ରତିଦିନ ମହାପ୍ରସାଦ ଓ ଛପନ ଭୋଗ ପ୍ରସ୍ତୁତ ହେଉଛି।
Accident
ଟ୍ରାକ୍ ପାର ହେଉଥିଲେ ଆରପିଏଫ୍ କନଷ୍ଟେବଳ, ପିଟି ଦେଲା ଟ୍ରେନ୍
ସାମାନ୍ୟ ଅସାବଧାନତାରୁ ଘଟିଗଲା ବଡ଼ ଅଘଟଣ । ଷ୍ଟେସନରେ ମହିଳା ଆରପିଏଫ୍ କନଷ୍ଟେବଳଙ୍କୁ ଧକ୍କା ଦେଲା ଟ୍ରେନ୍ ।