ଫୁଲବାଣୀ/ଜି ଉଦୟଗିରି: ସ୍ୱାମୀ ଲକ୍ଷ୍ମଣାନନ୍ଦଙ୍କ ଶ୍ରାଦ୍ଧବାର୍ଷିକୀ ପାଇଁ କନ୍ଧମାଳରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ତା'ସହ ଜଲେଶପେଟ୍ଟା ଆଶ୍ରମ ସହ ଜିଲ୍ଲାର ବିଭିନ୍ନ ସ୍ଥାନରେ ଓ ପ୍ରବେଶ ପଥରେ ଯାଞ୍ଚକୁ କଡ଼ାକଡ଼ି କରାଯାଇଛି। ପୋଲିସ ନାକା କରି ଗାଡ଼ି ଗୁଡ଼ିକୁ ଯାଞ୍ଚ କରିବା ସହ ସମ୍ୱେଦନଶୀଳ ଅଞ୍ଚଳରେ ଫ୍ଲାଗ୍ ମାର୍ଚ୍ଚ କରିଛି।
ଚକାପାଦ ଆଶ୍ରମରେ ସ୍ୱାମୀ ଲକ୍ଷ୍ମଣାନନ୍ଦଙ୍କ ଶ୍ରାଦ୍ଧ ଦିବସ ପାଇଁ ପ୍ରସ୍ତୁତି ପାଇଁ ଆୟୋଜନ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଆଜି ସ୍ୱାମୀଜୀଙ୍କ ଶ୍ରାଦ୍ଧ ପାଳନ ସହ ଯଜ୍ଞ ଓ ସଂକୀର୍ତ୍ତନର କାର୍ଯ୍ୟକ୍ରମ ରହିଛି। ୨୦୦୮ରେ ଜନ୍ମାଷ୍ଟମୀ ଦିନ ସ୍ୱାମୀ ଲକ୍ଷ୍ମଣାନନ୍ଦଙ୍କୁ ହତ୍ୟା କରାଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।
Accident
ବ୍ରିଜ ତଳକୁ ଖସିଲା ସ୍କୁଟି, ଆଖି ବୁଜିଲେ ଚାଳକ
ଭବାନୀ ଷଡ଼ଙ୍ଗୀ କୌଣସି କାମ ପାଇଁ ତୁରେକେଲା ପଟେ ଆସୁଥିଲେ। ମାତ୍ର ପଣ୍ଡେନ ବ୍ରିଜ ନିକଟରେ ତାଙ୍କ ସ୍କୁଟି ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସି ପଡ଼ିଥିଲା।