ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ଶ୍ରାଦ୍ଧବାର୍ଷିକୀ ପାଇଁ କନ୍ଧମାଳରେ ସୁରକ୍ଷା ବ୍ୟବସ୍ଥା କଡାକଡି

ଫୁଲବାଣୀ/ଜି ଉଦୟଗିରି: ସ୍ୱାମୀ ଲକ୍ଷ୍ମଣାନନ୍ଦଙ୍କ ଶ୍ରାଦ୍ଧବାର୍ଷିକୀ ପାଇଁ କନ୍ଧମାଳରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ତା’ସହ ଜଲେଶପେଟ୍ଟା ଆଶ୍ରମ ସହ ଜିଲ୍ଲାର ବିଭିନ୍ନ ସ୍ଥାନରେ ଓ ପ୍ରବେଶ ପଥରେ ଯାଞ୍ଚକୁ କଡ଼ାକଡ଼ି କରାଯାଇଛି। ପୋଲିସ ନାକା କରି ଗାଡ଼ି ଗୁଡ଼ିକୁ ଯାଞ୍ଚ କରିବା ସହ ସମ୍ୱେଦନଶୀଳ ଅଞ୍ଚଳରେ ଫ୍ଲାଗ୍  ମାର୍ଚ୍ଚ କରିଛି। ଚକାପାଦ ଆଶ୍ରମରେ ସ୍ୱାମୀ ଲକ୍ଷ୍ମଣାନନ୍ଦଙ୍କ ଶ୍ରାଦ୍ଧ ଦିବସ ପାଇଁ ପ୍ରସ୍ତୁତି ପାଇଁ ଆୟୋଜନ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଆଜି ସ୍ୱାମୀଜୀଙ୍କ ଶ୍ରାଦ୍ଧ ପାଳନ ସହ […]

phulbani

phulbani

Rakesh Mallick
  • Published: Saturday, 05 September 2015
  • Updated: 05 September 2015, 01:58 AM IST

Sports

Latest News

ଫୁଲବାଣୀ/ଜି ଉଦୟଗିରି: ସ୍ୱାମୀ ଲକ୍ଷ୍ମଣାନନ୍ଦଙ୍କ ଶ୍ରାଦ୍ଧବାର୍ଷିକୀ ପାଇଁ କନ୍ଧମାଳରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ତା'ସହ ଜଲେଶପେଟ୍ଟା ଆଶ୍ରମ ସହ ଜିଲ୍ଲାର ବିଭିନ୍ନ ସ୍ଥାନରେ ଓ ପ୍ରବେଶ ପଥରେ ଯାଞ୍ଚକୁ କଡ଼ାକଡ଼ି କରାଯାଇଛି। ପୋଲିସ ନାକା କରି ଗାଡ଼ି ଗୁଡ଼ିକୁ ଯାଞ୍ଚ କରିବା ସହ ସମ୍ୱେଦନଶୀଳ ଅଞ୍ଚଳରେ ଫ୍ଲାଗ୍  ମାର୍ଚ୍ଚ କରିଛି।

ଚକାପାଦ ଆଶ୍ରମରେ ସ୍ୱାମୀ ଲକ୍ଷ୍ମଣାନନ୍ଦଙ୍କ ଶ୍ରାଦ୍ଧ ଦିବସ ପାଇଁ ପ୍ରସ୍ତୁତି ପାଇଁ ଆୟୋଜନ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଆଜି ସ୍ୱାମୀଜୀଙ୍କ ଶ୍ରାଦ୍ଧ ପାଳନ ସହ ଯଜ୍ଞ ଓ ସଂକୀର୍ତ୍ତନର କାର୍ଯ୍ୟକ୍ରମ ରହିଛି। ୨୦୦୮ରେ ଜନ୍ମାଷ୍ଟମୀ ଦିନ ସ୍ୱାମୀ ଲକ୍ଷ୍ମଣାନନ୍ଦଙ୍କୁ ହତ୍ୟା କରାଯାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story