ସ୍ୱର୍ଗଦ୍ୱାରରେ ଶବଦାହ ଉପରେ ଆଜିଠୁ କଟକଣା

ପୁରୀ (ଓଡ଼ିଶା ରିପୋର୍ଟର): ପୁରୀ ବ୍ୟତୀତ ଅନ୍ୟ ଜିଲ୍ଲାର ଲୋକଙ୍କ ପାଇଁ ଆଜିଠୁ ସ୍ୱର୍ଗଦ୍ୱାର ମନା। କୋଭିଡ ପରିସ୍ଥିତିକୁ ନଜରରେ ରଖି ପୁରୀ ଜିଲ୍ଲାପାଳ ବଲୱନ୍ତ ସିଂ ଏହି ନିଷ୍ପତ୍ତି ନେଇଛନ୍ତି। ଜିଲ୍ଲାପାଳ କହିଛନ୍ତି ଯେ, ଆଜିଠାରୁ ପୁରୀ ସ୍ୱର୍ଗଦ୍ୱାରରେ ବାହାର ଜିଲ୍ଲାରୁ ଲୋକଙ୍କ ଶବଦାହ ଉପରେ କଟକଣା ଲାଗିଛି। ସମୁଦ୍ର କୂଳରେ ଅସ୍ଥି ବିସର୍ଜନ ନେଇ ମଧ୍ୟ କଟକଣା ରହିଛି। ଅନ୍ୟାଦେଶ ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ।

puri999

Tapaswini Nayak
  • Published: Wednesday, 08 July 2020
  • , Updated: 08 July 2020, 09:46 AM IST

ପୁରୀ (ଓଡ଼ିଶା ରିପୋର୍ଟର): ପୁରୀ ବ୍ୟତୀତ ଅନ୍ୟ ଜିଲ୍ଲାର ଲୋକଙ୍କ ପାଇଁ ଆଜିଠୁ ସ୍ୱର୍ଗଦ୍ୱାର ମନା। କୋଭିଡ ପରିସ୍ଥିତିକୁ ନଜରରେ ରଖି ପୁରୀ ଜିଲ୍ଲାପାଳ ବଲୱନ୍ତ ସିଂ ଏହି ନିଷ୍ପତ୍ତି ନେଇଛନ୍ତି।

ଜିଲ୍ଲାପାଳ କହିଛନ୍ତି ଯେ, ଆଜିଠାରୁ ପୁରୀ ସ୍ୱର୍ଗଦ୍ୱାରରେ ବାହାର ଜିଲ୍ଲାରୁ ଲୋକଙ୍କ ଶବଦାହ ଉପରେ କଟକଣା ଲାଗିଛି। ସମୁଦ୍ର କୂଳରେ ଅସ୍ଥି ବିସର୍ଜନ ନେଇ ମଧ୍ୟ କଟକଣା ରହିଛି। ଅନ୍ୟାଦେଶ ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ।

Related story