ସ୍ୱର୍ଗତ ଶ୍ରୀବଲ୍ଲଭ ପାଣିଗ୍ରାହୀଙ୍କ ଶ୍ରାଦ୍ଧଦିବସରେ ସ୍ମରଣୀକା ଉନ୍ମୋଚିତ

ସମ୍ବଲପୁର: ଦିବଂଗତ ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ଏବଂ ସାଂସଦ ଶ୍ରୀବଲ୍ଲଭ ପାଣିଗ୍ରାହୀଙ୍କର ଶ୍ରାଦ୍ଧ ଦିବସ ଅବସରରେ ଏକ ସ୍ମରଣିକା ଉନ୍ମୋଚିତ ହୋଇଛି। ଏହି ଉନ୍ମୋଚନ ଉତ୍ସବରେ ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ପୂର୍ବତନ ମନ୍ତ୍ରୀ ପ୍ରସନ୍ନ ଆଚାର୍ଯ୍ୟ, ବିଜେପି ରାଷ୍ଟ୍ରୀୟ ସମ୍ପାଦକ ସୁରେଶ ପୂଜାରୀ ଓ ଶ୍ରୀବଲ୍ଲଭଙ୍କ ଭଉଣୀ ତଥା ସମ୍ୱଲପୁର ବିଧାୟିକା ଡାକ୍ତର ରାସେଶ୍ୱରୀ ପାଣିଗ୍ରାହୀ । ଏହି ଅବସରରେ ଶ୍ରୀ ବଲ୍ଲଭଙ୍କ ବିଭିନ୍ନ ଫଟୋ ସମ୍ୱଳିତ ଏକ ଫଟୋଚିତ୍ର […]

sambalpur

Rakesh Mallick
  • Published: Monday, 20 July 2015
  • , Updated: 20 July 2015, 12:52 PM IST

ସମ୍ବଲପୁର: ଦିବଂଗତ ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ଏବଂ ସାଂସଦ ଶ୍ରୀବଲ୍ଲଭ ପାଣିଗ୍ରାହୀଙ୍କର ଶ୍ରାଦ୍ଧ ଦିବସ ଅବସରରେ ଏକ ସ୍ମରଣିକା ଉନ୍ମୋଚିତ ହୋଇଛି। ଏହି ଉନ୍ମୋଚନ ଉତ୍ସବରେ ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ପୂର୍ବତନ ମନ୍ତ୍ରୀ ପ୍ରସନ୍ନ ଆଚାର୍ଯ୍ୟ, ବିଜେପି ରାଷ୍ଟ୍ରୀୟ ସମ୍ପାଦକ ସୁରେଶ ପୂଜାରୀ ଓ ଶ୍ରୀବଲ୍ଲଭଙ୍କ ଭଉଣୀ ତଥା ସମ୍ୱଲପୁର ବିଧାୟିକା ଡାକ୍ତର ରାସେଶ୍ୱରୀ ପାଣିଗ୍ରାହୀ । ଏହି ଅବସରରେ ଶ୍ରୀ ବଲ୍ଲଭଙ୍କ ବିଭିନ୍ନ ଫଟୋ ସମ୍ୱଳିତ ଏକ ଫଟୋଚିତ୍ର ପ୍ରଦର୍ଶନୀ କରାଯାଇଥିଲା। ଆୟୋଜିତ ଶ୍ରଦ୍ଧାଞ୍ଜଳୀ ସଭାରେ ବିଭିନ୍ନ ବର୍ଗର ଲୋକ ଯୋଗଦେଇ ସ୍ୱର୍ଗତ ପାଣିଗ୍ରାହୀଙ୍କର ସ୍ମୃତି ଚାରଣ କରିଥିଲେ।

Related story