ଘନଉଛି ବ୍ରଜଙ୍କ ବିବାହ ବିବାଦ; କୋର୍ଟଙ୍କ ଦ୍ୱାରସ୍ଥ ହେଲେ ମହିଳା

ଭୁବନେଶ୍ୱର: ତାଳଚେର ବିଧାୟକ ବ୍ରଜ ପ୍ରଧାନଙ୍କ ନାଁରେ ଭୁବନେଶ୍ୱର ଏସ୍‌ଡିଜେଏମ୍‌ଙ୍କ କୋର୍ଟରେ ମାମଲା ଦାୟର କଲେ ନିଜକୁ ବିଧାୟକଙ୍କ ପତ୍ନୀ ବୋଲି ଦାବି କରୁଥିବା ମହିଳା। ପୂର୍ବରୁ ମଧ୍ୟ ମହିଳା ଜଣକ ବ୍ରଜଙ୍କ ପତ୍ନୀ ବୋଲି ଗଣମାଧ୍ୟମ ଆଗରେ ନିଜର ପ୍ରତିକ୍ରିୟା ରଖିଥିଲେ। ସେ  ବ୍ରଜଙ୍କ ଭୁବନେଶ୍ୱର ସ୍ଥିତ ବାସଭବନରେ ଆସି ଭଙ୍ଗାରୁଜା କରିଥିଲେ।

mla

Rakesh Mallick
  • Published: Saturday, 27 May 2017
  • , Updated: 27 May 2017, 08:54 PM IST

ଭୁବନେଶ୍ୱର: ତାଳଚେର ବିଧାୟକ ବ୍ରଜ ପ୍ରଧାନଙ୍କ ନାଁରେ ଭୁବନେଶ୍ୱର ଏସ୍‌ଡିଜେଏମ୍‌ଙ୍କ କୋର୍ଟରେ ମାମଲା ଦାୟର କଲେ ନିଜକୁ ବିଧାୟକଙ୍କ ପତ୍ନୀ ବୋଲି ଦାବି କରୁଥିବା ମହିଳା। ପୂର୍ବରୁ ମଧ୍ୟ ମହିଳା ଜଣକ ବ୍ରଜଙ୍କ ପତ୍ନୀ ବୋଲି ଗଣମାଧ୍ୟମ ଆଗରେ ନିଜର ପ୍ରତିକ୍ରିୟା ରଖିଥିଲେ।

ସେ  ବ୍ରଜଙ୍କ ଭୁବନେଶ୍ୱର ସ୍ଥିତ ବାସଭବନରେ ଆସି ଭଙ୍ଗାରୁଜା କରିଥିଲେ।

Related story