୨୦ଫୁଟ୍‌ ତଳକୁ ଓଲଟିଲା ଟ୍ୟାଙ୍କର

ରାୟଗଡ଼ା (ମନୋଜ ପାତ୍ର): ରାୟଗଡ଼ା ସଦର ଥାନା ଅନ୍ତର୍ଗତ ଗୁମ୍ମାଘାଟିରେ ଆଜି ଭୋରରୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଆଲୁମିନିୟମ୍ ପାଉଡର ବୋଝେଇ ଟ୍ୟାଙ୍କର ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ଡ୍ରାଇଭରର ମୃତ୍ୟୁ ଘଟିଛି। ତେବେ ଡ୍ରାଇଭରର ପରିଚୟ ମିଳିପାରି ନାହିଁ। ଆଜି ଭୋରରୁ ଟ୍ୟାଙ୍କରଟି ଟିକିରି ଉତ୍କଳ ଆଲୁମିନା କମ୍ପାନୀରୁ ଆଲୁମିନିୟମ୍ ପାଉଡର ନେଇ ମଧ୍ୟପ୍ରଦେଶ ଯାଉଥିଲା। ମାତ୍ର ଗୁମ୍ମାଘାଟିରେ ଭାରସାମ୍ୟ ହରାଇ ୨୦ ଫୁଟ୍‌ ତଳକୁ ଓଲଟି ପଡ଼ିଥିଲା। ଗାଡ଼ି ତଳେ ଚାପି […]

accident00

accident00

Tapaswini Nayak
  • Published: Thursday, 02 January 2020
  • Updated: 02 January 2020, 08:09 AM IST

Sports

Latest News

ରାୟଗଡ଼ା (ମନୋଜ ପାତ୍ର): ରାୟଗଡ଼ା ସଦର ଥାନା ଅନ୍ତର୍ଗତ ଗୁମ୍ମାଘାଟିରେ ଆଜି ଭୋରରୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଆଲୁମିନିୟମ୍ ପାଉଡର ବୋଝେଇ ଟ୍ୟାଙ୍କର ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ଡ୍ରାଇଭରର ମୃତ୍ୟୁ ଘଟିଛି। ତେବେ ଡ୍ରାଇଭରର ପରିଚୟ ମିଳିପାରି ନାହିଁ।

ଆଜି ଭୋରରୁ ଟ୍ୟାଙ୍କରଟି ଟିକିରି ଉତ୍କଳ ଆଲୁମିନା କମ୍ପାନୀରୁ ଆଲୁମିନିୟମ୍ ପାଉଡର ନେଇ ମଧ୍ୟପ୍ରଦେଶ ଯାଉଥିଲା। ମାତ୍ର ଗୁମ୍ମାଘାଟିରେ ଭାରସାମ୍ୟ ହରାଇ ୨୦ ଫୁଟ୍‌ ତଳକୁ ଓଲଟି ପଡ଼ିଥିଲା। ଗାଡ଼ି ତଳେ ଚାପି ହୋଇ ଡ୍ରାଇଭରର ମୃତ୍ୟୁ ଘଟିଥିଲା। ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି କଟର ସାହାଯ୍ୟରେ ଗାଡ଼ିକୁ କାଟି ଡ୍ରାଇଭରର ମୃତଦେହ ଉଦ୍ଧାର କରିବା ପାଇଁ ଉଦ୍ୟମ ଜାରି ରଖିଛନ୍ତି।  ପୁଲିସ୍‌ ଘଟଣାର ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story