ଗଛରେ ପିଟି ହୋଇ ଓଲଟି ପଡ଼ିଲା ଭ୍ୟାନ୍‌

ଜଗତସିଂହପୁର(ଶଶାଙ୍କ ଶେଖର ପଣ୍ଡା): ଗଛରେ ପିଟି ହୋଇ ଏକ ଭ୍ୟାନ୍ ଓଲଟି ପଡ଼ିବାରୁ ୭ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ଗତକାଲି ରାତି ପ୍ରାୟ ସାଢ଼େ ୩ଟା ବେଳେ କଟକ-ପାରାଦୀପ ରାସ୍ତାର ବର୍ତ୍ତୀ ନିକଟରେ ଏହି ଦୁର୍ଘଟଣା ଘଟିଥିଲା। ସେମାନେ କେନ୍ଦ୍ରାପଡ଼ାର ଅସୁରେଶ୍ୱରରୁ ମେଲଣ ଦେଖି ଫେରୁଥିବା ବେଳେ ଭ୍ୟାନ୍‌ଟି ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଏକ ଗଛରେ ପିଟି ହୋଇଯିବା ପରେ ଓଲଟି […]

vanaccident

vanaccident

Jitendra Garnayak
  • Published: Saturday, 20 April 2019
  • Updated: 20 April 2019, 08:52 AM IST

Sports

Latest News

ଜଗତସିଂହପୁର(ଶଶାଙ୍କ ଶେଖର ପଣ୍ଡା): ଗଛରେ ପିଟି ହୋଇ ଏକ ଭ୍ୟାନ୍ ଓଲଟି ପଡ଼ିବାରୁ ୭ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।

van2ଗତକାଲି ରାତି ପ୍ରାୟ ସାଢ଼େ ୩ଟା ବେଳେ କଟକ-ପାରାଦୀପ ରାସ୍ତାର ବର୍ତ୍ତୀ ନିକଟରେ ଏହି ଦୁର୍ଘଟଣା ଘଟିଥିଲା। ସେମାନେ କେନ୍ଦ୍ରାପଡ଼ାର ଅସୁରେଶ୍ୱରରୁ ମେଲଣ ଦେଖି ଫେରୁଥିବା ବେଳେ ଭ୍ୟାନ୍‌ଟି ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଏକ ଗଛରେ ପିଟି ହୋଇଯିବା ପରେ ଓଲଟି ପଡ଼ିଥିଲା।

ସମସ୍ତ ଆହତ ହେଉଛନ୍ତି ଜଗତସିଂହପୁର ଜିଲ୍ଲା ଗୋପାଳସାଗର ଗାଁର।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos