ଟାଟା ସଫାରୀ ଦୁର୍ଘଟଣାଗ୍ରସ୍ତ: ଜଣେ ମୃତ, ତିନି ଆହତ

ଅନୁଗୋଳ: ଅନୁଗୋଳ ଜିଲ୍ଲା ୫୫ ନମ୍ବର ଜାତୀୟ ରାଜପଥର ବଡ଼କେରା ନିକଟରେ ଗତକାଲି ବିଳମ୍ବିତ ରାତିରେ ଏକ ଟାଟା ସଫାରୀ ଦୁର୍ଘଟଣାଗ୍ରସ୍ତ ହେବା ଯୋଗୁଁ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ତିନି ଜଣ ଆହତ ହୋଇଛନ୍ତି। ମୃତକଙ୍କ ନାଁ ରୋହିତ ପ୍ରଧାନ। ଗାଡ଼ିଟି ବୌଦରୁ ଅନୁଗୋଳ ଫେରୁଥିବା ବେଳେ ବଡ଼କେରା ନିକଟରେ ଦୁର୍ଘଟଣା ଘଟିଥିଲା। ଦୁର୍ଘଟଣା ପରେ ଡ୍ରାଇଭରଙ୍କ ସମେତ ଚାରି ଜଣଙ୍କୁ ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ଡ୍ରାଇଭରଙ୍କୁ […]

safari

safari

Rakesh Mallick
  • Published: Wednesday, 15 June 2016
  • Updated: 15 June 2016, 11:11 AM IST

ଅନୁଗୋଳ: ଅନୁଗୋଳ ଜିଲ୍ଲା ୫୫ ନମ୍ବର ଜାତୀୟ ରାଜପଥର ବଡ଼କେରା ନିକଟରେ ଗତକାଲି ବିଳମ୍ବିତ ରାତିରେ ଏକ ଟାଟା ସଫାରୀ ଦୁର୍ଘଟଣାଗ୍ରସ୍ତ ହେବା ଯୋଗୁଁ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ତିନି ଜଣ ଆହତ ହୋଇଛନ୍ତି। ମୃତକଙ୍କ ନାଁ ରୋହିତ ପ୍ରଧାନ।

ଗାଡ଼ିଟି ବୌଦରୁ ଅନୁଗୋଳ ଫେରୁଥିବା ବେଳେ ବଡ଼କେରା ନିକଟରେ ଦୁର୍ଘଟଣା ଘଟିଥିଲା। ଦୁର୍ଘଟଣା ପରେ ଡ୍ରାଇଭରଙ୍କ ସମେତ ଚାରି ଜଣଙ୍କୁ ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ଡ୍ରାଇଭରଙ୍କୁ ମୃତ ଘୋଷଣା କରାଯାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos