ତାତି ପୁଣି କମିବ

ଭୁବନେଶ୍ୱର: ରାଜ୍ୟରେ ପୁଣି କମିବ ତାତି। ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଯୋଗୁ ତାପମାତ୍ରା କମିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଘୂର୍ଣ୍ଣିବଳୟ ସହିତ ଏ ଟ୍ରାପ୍ ଲାଇନ ଓଡ଼ିଶା ଦେଇ ଯାଇଥିବାରୁ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଏହି ସମୟରେ ରାଜ୍ୟର ଉପକୂଳବର୍ତ୍ତୀ ଜିଲ୍ଲା ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର ଓ ଖୋର୍ଦ୍ଧା ଆଦି ଅଞ୍ଚଳରେ କାଳବୈଶାଖୀର ସମ୍ଭାବନା ରହିଛି। କାଳବୈଶାଖୀ ସମୟରେ ୭୦ରୁ […]

heatwave

heatwave

Rakesh Mallick
  • Published: Monday, 27 April 2015
  • Updated: 27 April 2015, 05:44 AM IST

Sports

Latest News

ଭୁବନେଶ୍ୱର: ରାଜ୍ୟରେ ପୁଣି କମିବ ତାତି। ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଯୋଗୁ ତାପମାତ୍ରା କମିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଘୂର୍ଣ୍ଣିବଳୟ ସହିତ ଏ ଟ୍ରାପ୍ ଲାଇନ ଓଡ଼ିଶା ଦେଇ ଯାଇଥିବାରୁ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଏହି ସମୟରେ ରାଜ୍ୟର ଉପକୂଳବର୍ତ୍ତୀ ଜିଲ୍ଲା ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର ଓ ଖୋର୍ଦ୍ଧା ଆଦି ଅଞ୍ଚଳରେ କାଳବୈଶାଖୀର ସମ୍ଭାବନା ରହିଛି। କାଳବୈଶାଖୀ ସମୟରେ ୭୦ରୁ ୮୦ କିଲୋମିଟର ବେଗରେ ପବନ ବହିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story