heatwave
Advertisment
ଭୁବନେଶ୍ୱର: ରାଜ୍ୟରେ ପୁଣି କମିବ ତାତି। ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଯୋଗୁ ତାପମାତ୍ରା କମିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଘୂର୍ଣ୍ଣିବଳୟ ସହିତ ଏ ଟ୍ରାପ୍ ଲାଇନ ଓଡ଼ିଶା ଦେଇ ଯାଇଥିବାରୁ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଏହି ସମୟରେ ରାଜ୍ୟର ଉପକୂଳବର୍ତ୍ତୀ ଜିଲ୍ଲା ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର ଓ ଖୋର୍ଦ୍ଧା ଆଦି ଅଞ୍ଚଳରେ କାଳବୈଶାଖୀର ସମ୍ଭାବନା ରହିଛି। କାଳବୈଶାଖୀ ସମୟରେ ୭୦ରୁ ୮୦ କିଲୋମିଟର ବେଗରେ ପବନ ବହିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2015/04/Picture-019.png)