ଉଦଳା (ମାନସ ପାଣି): ଲଭ୍, ସେକ୍ସ ଓ ଧୋକା। ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା। ପ୍ରେମିକାଙ୍କୁ ଠକି ଦେଲେ ଗୁରୁ। ବିବାହ ପ୍ରତିଶ୍ରୁତି ଦେଇ ଶାରିରୀକ ସମ୍ପର୍କ ରଖିବା ଏବଂ ପରେ ପ୍ରତାରଣା କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ସମ୍ପୃକ୍ତ ଗୁରୁ।
ଏମିତି ଏକ ଘଟଣା ମୟୁରଭଞ୍ଜ ଜିଲ୍ଲା ଶରତ ଥାନା ଅଞ୍ଚଳରେ ଘଟିଛି। ଗିରଫ ଅଭିଯୁକ୍ତ ହେଲେ ଶିକ୍ଷକ ସୁରେଶ ଚନ୍ଦ୍ର ମାରାଣ୍ଡି। ସ୍ଥାନୀୟ ଏକ ହାଇସ୍କୁଲରେ ଶିକ୍ଷକ ଥିବା ସୁରେଶ ଉକ୍ତ ଗ୍ରାମର ଜଣେ ଯୁବତୀଙ୍କୁ ପ୍ରେମ କରୁଥିଲେ।
ପରେ ବିବାହ ପ୍ରତିଶ୍ରୁତି ଦେଇ ତାଙ୍କ ସହ ଶାରିରୀକ ସମ୍ପର୍କ ରଖିଥିଲେ। ଏବେ ଯୁବତୀ ଜଣକ ଦୁଇ ମାସର ଗର୍ଭବତୀ ଅଛନ୍ତି। କିନ୍ତୁ ଶିକ୍ଷକ ଜଣକ ଯୁବତୀଙ୍କୁ ବିବାହ କରିବାକୁ ମନା କରିଦେଇଛନ୍ତି। ଏନେଇ ଯୁବତୀ ଜଣକ ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ପରେ ପୁଲିସ୍ ଅଭିଯୁକ୍ତ ଶିକ୍ଷକଙ୍କୁ ଗରିଫ କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
୩ ଜିଲ୍ଲା ବୁଲିବା ପରେ କ୍ଷୟକ୍ଷତି ଆବେଦନ ଦିନଟିଏ ବଢ଼ାଇଲେ ମୁଖ୍ୟମନ୍ତ୍ରୀ
କ୍ଷୟକ୍ଷତି ଆକଳନ ୩୦ ତାରିଖ ଯାଏଁ ଚାଲିବ ବୋଲି ପୂର୍ବରୁ ଘୋଷଣା ହୋଇଥିଲା। ବୀମାଭୁକ୍ତ ନଥିଲେ ଚାଷୀ କିପରି ସାହାଯ୍ୟ ପାଇବେ, ସେନେଇ ସରକାର ଚିନ୍ତା କରୁଛନ୍ତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।
Miscellaneous
ଜିରୋ ନାଇଟ୍ ପାଇଁ ପୁଲିସର ଜିରୋ ଟଲେରାନ୍ସ, ଟୁଇନ୍ ସିଟିରେ ସୁରକ୍ଷା କଡ଼ାକଡ଼ି
ଡ୍ରିଙ୍କ୍ ଆଣ୍ଡ ଡ୍ରାଇଭ୍ ବିରୋଧୀ ଅଭିଯାନକୁ ଜୋରଦାର କରିବ ପୁଲିସ। ପୁରୀ ପାଇଁ ଜାରି ହୋଇଛି ଟ୍ରାଫିକ୍ କଟକଣା।
Politics
ଉଜୁଡ଼ା କ୍ଷେତ ବୁଲି ଚାଷୀଙ୍କ ଦୁଃଖ ଶୁଣିଲେ ମୁଖ୍ୟମନ୍ତ୍ରୀ
କ୍ଷତିଗ୍ରସ୍ତ ଚାଷୀଙ୍କୁ ଭେଟି ଅସୁବିଧା ପଚାରି ବୁଝିଛନ୍ତି ମୁଖ୍ୟମନ୍ତ୍ରୀ। କ୍ଷତିପୂରଣ ପାଇଁ ପ୍ରତିଶ୍ରୁତି ବି ଦେଇଛନ୍ତି।
Events & Festivals
୩୧ ଓ ୧ ତାରିଖରେ କେବଳ ସିଂହଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ
ସାଧାରଣ ଭକ୍ତ କେବଳ ସିଂହଦ୍ୱାର ଦେଇ ପ୍ରବେଶ କରିବେ। ଅନ୍ୟ ୩ ଦ୍ୱାର ଦେଇ ପ୍ରବେଶ ମନା। କେବଳ ପ୍ରସ୍ଥାନ କରିବେ। ତେଣେ ନୂଆବର୍ଷରେ ଭିଡ଼ ନିୟନ୍ତ୍ରଣ ପାଇଁ ପୁରୀରେ ୬୦ ପ୍ଲାଟୁନ୍ ପୁଲିସ ଫୋର୍ସ ମୁତୟନ ହୋଇଛନ୍ତି।
Miscellaneous
କୁଦୋପାଲିର ଇତିହାସ ପଢ଼ିବ ବିଶ୍ୱ; ଗୋଟିଏ ଦିନରେ ସହିଦ ହୋଇଥିଲେ ୫୩ ସଂଗ୍ରାମୀ
କୁଦୋପାଲି ପାହାଡ଼ରେ ଇଂରେଜଙ୍କ ବିରୋଧରେ ହୋଇଥିବା ଲଢ଼େଇରେ ଗୋଟିଏ ଦିନରେ ୫୩ଜଣ ସଂଗ୍ରାମୀ ସହିଦ୍ ହୋଇଥିଲେ। ନ୍ୟାସନାଲ ବୁକ୍ ଟ୍ରଷ୍ଟ ଦ୍ୱାରା ପ୍ରକାଶିତ ଏହି ପୁସ୍ତକଟିର ନାମ ରହିଛି 'ଦି ସାଗା ଅଫ୍ କୁଦୋପାଲି, ଦି ଅନସଙ୍ଗ୍ ଷ୍ଟୋରୀ ଅଫ୍ ୧୮୫୭'।