କମିବ ତାତି: ୫ଟି ଜିଲ୍ଲାରେ କାଳ ବୈଶାଖୀ ସମ୍ଭାବନା

<p>ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଏବଂ କାଲି ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ୨ରୁ ୩ ଡିଗ୍ରୀ କମିବ।&nbsp; ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକର ବିଭିନ୍ନ ସ୍ଥାନରେ କାଳ ବୈଶାଖୀର ସମ୍ଭାବନା ରହିଛି। ତେଣୁ ଆଗକୁ ଗ୍ରୀଷ୍ମ ପ୍ରକୋପରୁ ସାମାନ୍ୟ ଆଶ୍ୱସ୍ତି ମିଳିପାରେ ବୋଲି&nbsp; ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।</p> <p>କାଳବୈଶାଖୀ ପ୍ରଭାବରେ ଉତ୍ତର ଓ ଉପକୂଳ ଓଡିଶାରେ ବର୍ଷା ହେବ। ବର୍ତ୍ତମାନ ଦକ୍ଷିଣ-ପଶ୍ଚିମ ଦିଗରୁ ବାୟୁ ପ୍ରବାହିତ ହେଉଛି। ପୁନର୍ବାର ୫ ତାରିଖ ପରଠାରୁ ତାପମାତ୍ରା ବଢିବା ନେଇ ପୁର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ଗତକାଲି ରାୟଗଡା ଗୁଣୁପୁରରେ କାଳବୈଶାଖୀ ବର୍ଷା ହୋଇଛି। ଫଳରେ ଲୋକଙ୍କୁ ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି।</p>

Ordigital Desk
  • Published: Friday, 30 March 2018
  • Updated: 30 March 2018, 10:20 AM IST

Sports

Latest News

<p>ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଏବଂ କାଲି ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ୨ରୁ ୩ ଡିଗ୍ରୀ କମିବ।&nbsp; ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକର ବିଭିନ୍ନ ସ୍ଥାନରେ କାଳ ବୈଶାଖୀର ସମ୍ଭାବନା ରହିଛି। ତେଣୁ ଆଗକୁ ଗ୍ରୀଷ୍ମ ପ୍ରକୋପରୁ ସାମାନ୍ୟ ଆଶ୍ୱସ୍ତି ମିଳିପାରେ ବୋଲି&nbsp; ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।</p><p>କାଳବୈଶାଖୀ ପ୍ରଭାବରେ ଉତ୍ତର ଓ ଉପକୂଳ ଓଡିଶାରେ ବର୍ଷା ହେବ। ବର୍ତ୍ତମାନ ଦକ୍ଷିଣ-ପଶ୍ଚିମ ଦିଗରୁ ବାୟୁ ପ୍ରବାହିତ ହେଉଛି। ପୁନର୍ବାର ୫ ତାରିଖ ପରଠାରୁ ତାପମାତ୍ରା ବଢିବା ନେଇ ପୁର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ଗତକାଲି ରାୟଗଡା ଗୁଣୁପୁରରେ କାଳବୈଶାଖୀ ବର୍ଷା ହୋଇଛି। ଫଳରେ ଲୋକଙ୍କୁ ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି।</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos