ଆସନ୍ତା ୨୬ ତାରିଖରୁ ରାଜ୍ୟରେ ପୁଣି ବଢ଼ିବ ଶୀତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଗାମୀ ୨ ଦିନ ମଧ୍ୟରେ ୩ରୁ ୫ ଡିଗ୍ରୀ ଖସିବ ତାପମାତ୍ରା। ୨୬ ତାରିଖରୁ ରାଜ୍ୟରେ ପୁଣି ବଢ଼ିବ ଶୀତ ଲହର। କିନ୍ତୁ ପାଗ ମୁଖ୍ୟତଃ ଶୁଖିଲା ରହିବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍‌ କରି ସୂଚନା ଦିଆଯାଇଛି। ସେହିପରି ଆଜି ରାତି ଓ କାଲି(ମଙ୍ଗଳବାର) ସକାଳ ପାଇଁ ଘନ କୁହୁଡ଼ି ନେଇ ୮ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା- ବଲାଙ୍ଗିର, ସୁବର୍ଣ୍ଣପୁର, […]

Fire

Fire

Manoranjan Sial
  • Published: Monday, 24 January 2022
  • Updated: 24 January 2022, 04:32 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଗାମୀ ୨ ଦିନ ମଧ୍ୟରେ ୩ରୁ ୫ ଡିଗ୍ରୀ ଖସିବ ତାପମାତ୍ରା। ୨୬ ତାରିଖରୁ ରାଜ୍ୟରେ ପୁଣି ବଢ଼ିବ ଶୀତ ଲହର। କିନ୍ତୁ ପାଗ ମୁଖ୍ୟତଃ ଶୁଖିଲା ରହିବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍‌ କରି ସୂଚନା ଦିଆଯାଇଛି। ସେହିପରି ଆଜି ରାତି ଓ କାଲି(ମଙ୍ଗଳବାର) ସକାଳ ପାଇଁ ଘନ କୁହୁଡ଼ି ନେଇ ୮ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା- ବଲାଙ୍ଗିର, ସୁବର୍ଣ୍ଣପୁର, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ଅନୁଗୋଳ, ଢେଙ୍କାନାଳ ଓ କେନ୍ଦୁଝର।

https://twitter.com/mcbbsr/status/1485522355346874372?s=20

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶକ ଡକ୍ଟର ଏଚ୍‌.ଆର୍‌. ବିଶ୍ୱସଙ୍କ କହିବା ଅନୁସାରେ  ଝାଡ଼ଖଣ୍ଡ ତଥା ତା’ର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳରେ ସମୁଦ୍ର ପତ୍ତନଠାରୁ ୧.୫ କିମି ଯାଏଁ ଗୋଟିଏ ଘୁର୍ଣ୍ଣି ବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟାରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଢେଙ୍କାନାଳ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ଗଜପତି, କୋରାପୁଟ, ମାଲକାନଗିରି ଜିଲ୍ଲାରେ ଗୋଟିଏ ବା ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ସେହିପରି ବଲାଙ୍ଗିର, ସୋନପୁର,ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ଅନୁଗୋଳ, ଢ଼େଙ୍କାନାଳ ଓ କେନ୍ଦୁଝର ଜିଲ୍ଲାରେ କିଛି ସ୍ଥାନରେ ଘନକୁହୁଡ଼ି ହୋଇପାରେ।

https://twitter.com/mcbbsr/status/1485518564908212226?s=20

୨୬, ୨୭ ଓ ୨୮ ତାରିଖରେ ପାଗ ଶୁଖିଲା ରହିବ। କିନ୍ତୁ ୨୬ ଓ ୨୭ ତାରିଖରେ କିଛି କିଛି ସ୍ଥାନରେ କୁହୁଡ଼ି ଓ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି। ଏହି ତିନି ଦିନ ପାଗ ଶୁଖିଲା ରହିଲେ ମଧ୍ୟ ଶୀତର ପ୍ରକୋପ ବଢ଼ିବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ କହିଛନ୍ତି।

https://twitter.com/mcbbsr/status/1485533494910791681?s=20

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story