ଆଇଏଏସ ଅଦଳବଦଳ: ୫ ଜିଲ୍ଳାରେ ନୂଆ ଜିଲ୍ଲାପାଳ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ନିର୍ବାଚନ କମିଶନରଙ୍କ ନିର୍ଦ୍ଦେଶ ପରେ ୩ବର୍ଷରୁ ଅଧିକ ସମୟ ଧରି ଗୋଟିଏ ସ୍ଥାନରେ ଥିବା କିଛି ଅଫିସରଙ୍କ ବଦଳି ହୋଇଛି। ଅନୁଗୋଳ, ଝାରସୁଗୁଡ଼ା, ଜଗତସିଂହପୁର, ରାୟଗଡ଼ା ଓ ସମ୍ବଲପୁର ଜିଲ୍ଲାରେ ନୂଆ ଜିଲ୍ଲାପାଳଙ୍କୁ ନିଯୁକ୍ତି ମିଳିଛି। ମୋଟ ୧୦ଜଣ ବରିଷ୍ଠ ପ୍ରଶାସନିକ ଅଫିସରଙ୍କ ଆଜି ବଦଳି ହୋଇଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଆଜି ଜାରି ବିଜ୍ଞପ୍ତି ଅନୁସାରେ ଅନୁଗୋଳ ଜିଲ୍ଲାପାଳ ଅନୀଲ କୁମାର ସାମଲଙ୍କୁ କେନ୍ଦ୍ରାଞ୍ଚଳ ଆରଡିସି ଓ ଝାରସୁଗୁଡ଼ା ଜିଲ୍ଲାପାଳ ବିଭୂତି […]

secretariat

secretariat

Manoranjan Sial
  • Published: Saturday, 09 February 2019
  • Updated: 09 February 2019, 08:16 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ନିର୍ବାଚନ କମିଶନରଙ୍କ ନିର୍ଦ୍ଦେଶ ପରେ ୩ବର୍ଷରୁ ଅଧିକ ସମୟ ଧରି ଗୋଟିଏ ସ୍ଥାନରେ ଥିବା କିଛି ଅଫିସରଙ୍କ ବଦଳି ହୋଇଛି। ଅନୁଗୋଳ, ଝାରସୁଗୁଡ଼ା, ଜଗତସିଂହପୁର, ରାୟଗଡ଼ା ଓ ସମ୍ବଲପୁର ଜିଲ୍ଲାରେ ନୂଆ ଜିଲ୍ଲାପାଳଙ୍କୁ ନିଯୁକ୍ତି ମିଳିଛି। ମୋଟ ୧୦ଜଣ ବରିଷ୍ଠ ପ୍ରଶାସନିକ ଅଫିସରଙ୍କ ଆଜି ବଦଳି ହୋଇଛି।

ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଆଜି ଜାରି ବିଜ୍ଞପ୍ତି ଅନୁସାରେ ଅନୁଗୋଳ ଜିଲ୍ଲାପାଳ ଅନୀଲ କୁମାର ସାମଲଙ୍କୁ କେନ୍ଦ୍ରାଞ୍ଚଳ ଆରଡିସି ଓ ଝାରସୁଗୁଡ଼ା ଜିଲ୍ଲାପାଳ ବିଭୂତି ଭୂଷଣ ପଟ୍ଟନାୟକଙ୍କୁ ପର୍ଯ୍ୟଟନ ବିଭାଗର ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି। ରାୟଗଡ଼ା ଜିଲ୍ଲାପାଳ ଗୁହା ପୁନମ ତାପସ କୁମାରଙ୍କୁ ଜଗତସିଂହପୁର ଜିଲ୍ଲାପାଳ ଭାବେ ବଦଳି କରାଯାଇଥିବାବେଳେ ସମ୍ବଲପୁର ଜିଲ୍ଲାପାଳ ସମର୍ଥ ବର୍ମାଙ୍କୁ ଭୁବନେଶ୍ୱର ମହାନଗର ନିଗମର କମିଶନର ଭାବେ ଅବସ୍ଥାପିତ କରାଯାଇଛି। ଜଗତସିଂହପୁର ଜିଲ୍ଲାପାଳ ଯାମିନୀ ଷଡ଼ଙ୍ଗୀଙ୍କୁ ସ୍ୱାସ୍ଥ୍ୟ ବିଭାଗର ଯୁଗ୍ମ ସଚିବ, ବିଡିଏ ସଚିବ ମନୋଜ କୁମାର ମହାନ୍ତି-୨ଙ୍କୁ ଅନୁଗୋଳ ଜିଲ୍ଲାପାଳ ଭାବେ ବଦଳି କରାଯାଇଛି।ସେହିପରି ବିଏମସି କମିଶନର ଶୁଭମ ସାକସେନାଙ୍କୁ ସମ୍ବଲପୁର ଜିଲ୍ଳାପାଳ, ସ୍ୱାସ୍ଥ୍ୟ ବିଭାଗର ଯୁଗ୍ମ ସଚିବ ବିଭୂତି ଭୂଷଣ ଦାସଙ୍କୁ ଝାରସୁଗୁଡ଼ା ଜିଲ୍ଲାପାଳ, ପୂର୍ତ୍ତ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକଙ୍କ ବ୍ୟକ୍ତିଗତ ସଚିବ ପ୍ରମୋଦ କୁମାର ବେହେରାଙ୍କୁ ରାୟଗଡ଼ା ଜିଲ୍ଲାପାଳ, ପର୍ଯ୍ୟଟନ ବିଭାଗର ଅତିରିକ୍ତ ଦାୟିତ୍ୱରେ ଥିବା ଅର୍ଚ୍ଚନା ପଟ୍ଟନାୟକଙ୍କୁ କେବଳ ଓଡ଼ିଶା ଔଷଧ ନିଗମ ଏମଡି ଭାବେ କାର୍ଯ୍ୟ କରିବାକୁ କୁହାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story