ଜଗତସିଂପୁର(ଓଡ଼ିଶା ରିପୋର୍ଟର):ହୋଲି ଖେଳକୁ ନେଇ ଦୁଇ ଗାଁ ମଧ୍ୟରେ ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ ୧୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ତିଗିରିଆ ଥାନା ଅନ୍ତର୍ଗତ ଭିରୁଡା ଓ ପଣସପାଟଣା ଗାଁ ମଧ୍ୟରେ ହୋଲି ଖେଳକୁ ନେଇ ଗୋଷ୍ଠୀ ସଂଘର୍ଷ ହୋଇଛି । ଉଭୟ ଗ୍ରାମରୁ ୧୦ରୁ ଊର୍ଦ୍ଧ୍ୱ ଲୋକେ ଆହତ ହୋଇଥିବାବେଳେ ସମସ୍ତ ଆହତଙ୍କୁ ଧିରପାଟଣା ଏବଂ ତିଗିରିଆ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପଞ୍ଚାୟତ ଘର ପାଖରେ ରଙ୍ଗ ଖେଳୁଥିବା ସମୟରେ ରାସ୍ତାରେ ଗାଡି ସାଇଡ୍ ମରାକୁ ନେଇ ବିବାଦ ସୃଷ୍ଟି ହୋଇଥିଲା। ଏହାକୁ ନେଇ ଦୁଇ ଗାଁର ଲୋକେ ମୁହାଁମୁହିଁ ହେବାକୁ ଉତ୍ତେଜନା ପ୍ରକାଶ ପାଇଥିଲା ତିଗିରିଆ ପୁଲିସ ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ବ୍ରିଜ ତଳକୁ ଖସିଲା ବସ୍, ଭିତରେ ଥିଲେ ୪୫ ଯାତ୍ରୀ
ପ୍ରାୟ ୪୦ରୁ ୪୫ ଜଣ ଯାତ୍ରୀ ଗତ ରାତିରେ ଏକ ବସ୍ ଯୋଗେ ନୟାଗଡ଼ ଜିଲ୍ଲା ଖଣ୍ଡପଡା ବ୍ଲକର ଗୁଣ୍ଠୁଣି ଗ୍ରାମରୁ ବାହାରିଥିଲେ। ସେମାନେ କାଳୀଜାଇ ଦେଖିବା ପାଇଁ ଯାଉଥିଲେ।
Miscellaneous
ଭିନ୍ନକ୍ଷମଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ: ଜିଲ୍ଲାପାଳଙ୍କୁ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ ଅନୁମତି
ଏବେ ପ୍ରଚଳିତ ନିୟମ ଅନୁସାରେ, ଭିନ୍ନକ୍ଷମ ବ୍ୟକ୍ତିଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ ନିମନ୍ତେ ଜିଲ୍ଲାଗୁଡ଼ିକୁ ରାଜ୍ୟ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ଅନୁମୋଦନ ନେବାକୁ ପଡ଼ିଥାଏ ।
Education
OSSTET-୨୦୨୪ ପାଇଁ ବିଏସ୍ଇ ୱେବସାଇଟ୍ରେ ଉପଲବ୍ଧ ହେଲା ଆଡ୍ମିଟ୍ କାର୍ଡ
ମୋଟ ୫୦,୫୮୭ ଜଣ ଏହି ପରୀକ୍ଷା ଦେବେ। ସେମାନଙ୍କ ମଧ୍ୟରୁ ୪୭,୨୦୬ ଜଣ ପ୍ରଥମ ପେପର ଓ ୩୩୮୧ ଜଣ ଦ୍ୱିତୀୟ ପେପର ପରୀକ୍ଷା ଦେବେ।
Miscellaneous
ସଶକ୍ତ ହେବେ ଗ୍ରାମୀଣ କାରିଗର: ୟଙ୍ଗ ଇଣ୍ଡିଆନସ୍ ଭୁବନେଶ୍ୱର
ପ୍ରତ୍ୟେକ ପ୍ରତିଭାବାନ ବ୍ୟକ୍ତିବିଶେଷଙ୍କୁ ସେମାନଙ୍କର ଦକ୍ଷତା ପ୍ରଦର୍ଶନ ଏବଂ ଜୀବିକା ନିର୍ବାହ ପାଇଁ ଏହି ସୁଯୋଗ ଏକ ପ୍ଲାଟଫର୍ମ ପ୍ରଦାନ କରିବାକୁ ଲକ୍ଷ୍ୟ ରଖିଛି।