ନାବାଳକର ମୃତ୍ୟୁକୁ ନେଇ ଉତ୍ତେଜନା, ଶବ ରଖି ରାସ୍ତା ଅବରୋଧ

ଭବାନୀପାଟଣା (ଓଡ଼ିଶା ରିପୋର୍ଟର): କଳାହାଣ୍ଡି ଜିଲ୍ଲାର ନର୍ଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଜଣେ ନାବାଳକର ମୃତ୍ୟୁକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଚିକିତ୍ସାରେ ଅବହେଳାରୁ ନାବାଳକର ମୃତ୍ୟୁ ହୋଇଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି। ଏହାସହ କ୍ଷତିପୂରଣ ଦାବିରେ ଭବାନୀପାଟଣା-ନର୍ଲା-ରାମପୁର ରାଜ୍ୟ ରାଜପଥ ଉପରେ ଶବ ରଖି ଲୋକେ ରାସ୍ତା ଅବରୋଧ କରିଛନ୍ତି। ଫଳରେ ଉଭୟ ପାର୍ଶ୍ୱରେ ଅନେକ ଯାନବାହନ ଅଟକି ରହିଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ଲୋକଙ୍କୁ ବୁଝାସୁଝା କରୁଛି। ସୂଚନାଯୋଗ୍ୟ, ଗତକାଲି ସକାଳେ କୈବଲ୍ୟ ସେନାପତିଙ୍କ […]

kalahandi

kalahandi

Tapaswini Nayak
  • Published: Thursday, 26 November 2020
  • Updated: 26 November 2020, 12:18 PM IST

Sports

Latest News

ଭବାନୀପାଟଣା (ଓଡ଼ିଶା ରିପୋର୍ଟର): କଳାହାଣ୍ଡି ଜିଲ୍ଲାର ନର୍ଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଜଣେ ନାବାଳକର ମୃତ୍ୟୁକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଚିକିତ୍ସାରେ ଅବହେଳାରୁ ନାବାଳକର ମୃତ୍ୟୁ ହୋଇଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି। ଏହାସହ କ୍ଷତିପୂରଣ ଦାବିରେ ଭବାନୀପାଟଣା-ନର୍ଲା-ରାମପୁର ରାଜ୍ୟ ରାଜପଥ ଉପରେ ଶବ ରଖି ଲୋକେ ରାସ୍ତା ଅବରୋଧ କରିଛନ୍ତି। ଫଳରେ ଉଭୟ ପାର୍ଶ୍ୱରେ ଅନେକ ଯାନବାହନ ଅଟକି ରହିଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ଲୋକଙ୍କୁ ବୁଝାସୁଝା କରୁଛି

ସୂଚନାଯୋଗ୍ୟ, ଗତକାଲି ସକାଳେ କୈବଲ୍ୟ ସେନାପତିଙ୍କ ପୁଅଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ଚିକିତ୍ସା ପାଇଁ ନର୍ଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ସେଠାରେ ତାଙ୍କୁ ଇଞ୍ଜେକସନ ଦିଆଯାଇ ଘରକୁ ପଠାଇ ଦିଆଯାଇଥିଲା। ପରେ ନାବାଳକ ଜଣକ ଗୁରୁତର ହୋଇ ପଡ଼ିବାରୁ ଗତକାଲି ରାତିରେ ପୁଣି ପରିବାର ଲୋକେ ତାଙ୍କୁ ଡାକ୍ତରଖାନା ନେଇଥିଲେ। ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story